ଭାରସାମ୍ୟ ହରାଇ କେନାଲକୁ ଖସିଲା ବର ଯାତ୍ରୀ ଗାଡ଼ି, ୬ ମୃତ

The Sakala Picture
Published On

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଶାସନ କେନାଲ ନିକଟରେ ଗତକାଲି ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଛି। ଭୋଜି ଖାଇ ଫେରିବା ବେଳେ ଗାଡ଼ିଟି ଭାରସାମ୍ୟ ହରାଇ କେନାଲ ଭିତରକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ଯୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ସମସ୍ତ ମୃତାହତ ଝାରସୁଗୁଡ଼ା ଲଖନପୁର ବ୍ଲକ ବଡ଼ଧରା ଗାଁର ବୋଲି ସୂଚନା ମିଳିଛି। ସୂଚନା ଅନୁଯାୟୀ, ବଡ଼ଧରା ଗାଁର ଜଣେ ଯୁବକଙ୍କର ପରମାଣୁପୁରର ଜଣେ ଯୁବତୀଙ୍କ ସହ ବିବାହ ସ୍ଥିର […]

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଶାସନ କେନାଲ ନିକଟରେ ଗତକାଲି ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଛି। ଭୋଜି ଖାଇ ଫେରିବା ବେଳେ ଗାଡ଼ିଟି ଭାରସାମ୍ୟ ହରାଇ କେନାଲ ଭିତରକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ଯୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ସମସ୍ତ ମୃତାହତ ଝାରସୁଗୁଡ଼ା ଲଖନପୁର ବ୍ଲକ ବଡ଼ଧରା ଗାଁର ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ସମସ୍ତଙ୍କ ସାମ୍ନାରେ ସ୍ତ୍ରୀକୁ ଛୁରାମାଡ଼ କଲା ନୃଶଂସ ସ୍ୱାମୀ

ସୂଚନା ଅନୁଯାୟୀ, ବଡ଼ଧରା ଗାଁର ଜଣେ ଯୁବକଙ୍କର ପରମାଣୁପୁରର ଜଣେ ଯୁବତୀଙ୍କ ସହ ବିବାହ ସ୍ଥିର ହୋଇଥିଲା। ଗତକାଲି ରାତିରେ ଏକ କାର୍‌ ଯୋଗେ ୧୧ ଜଣ ବର ଯାତ୍ରୀ ପରମାଣୁପୁରକୁ ଯାଇଥିଲେ। ସେମାନେ ଭୋଜି ଖାଇ ଘରକୁ ଫେରୁଥିଲେ। ମାତ୍ର ଶାସନ କେନାଲ ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ କେନାଲ ଭିତରକୁ ଖସି ପଡ଼ିଥିଲା।

ଆହୁରି ପଢ଼ନ୍ତୁ: ବ୍ୟବସାୟୀଙ୍କୁ ଅପହରଣ କରି ୨ କୋଟି ଦାବି କଲେ ଦୁବୃର୍ତ୍ତ, ପରିବାର ପୁଲିସର ଦ୍ୱାରସ୍ଥ ହେବାରୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ

31 Mar 2023 By The Sakala

ଭାରସାମ୍ୟ ହରାଇ କେନାଲକୁ ଖସିଲା ବର ଯାତ୍ରୀ ଗାଡ଼ି, ୬ ମୃତ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଶାସନ କେନାଲ ନିକଟରେ ଗତକାଲି ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଛି। ଭୋଜି ଖାଇ ଫେରିବା ବେଳେ ଗାଡ଼ିଟି ଭାରସାମ୍ୟ ହରାଇ କେନାଲ ଭିତରକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ଯୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ସମସ୍ତ ମୃତାହତ ଝାରସୁଗୁଡ଼ା ଲଖନପୁର ବ୍ଲକ ବଡ଼ଧରା ଗାଁର ବୋଲି ସୂଚନା ମିଳିଛି।

ସୂଚନା ଅନୁଯାୟୀ, ବଡ଼ଧରା ଗାଁର ଜଣେ ଯୁବକଙ୍କର ପରମାଣୁପୁରର ଜଣେ ଯୁବତୀଙ୍କ ସହ ବିବାହ ସ୍ଥିର ହୋଇଥିଲା। ଗତକାଲି ରାତିରେ ଏକ କାର୍‌ ଯୋଗେ ୧୧ ଜଣ ବର ଯାତ୍ରୀ ପରମାଣୁପୁରକୁ ଯାଇଥିଲେ। ସେମାନେ ଭୋଜି ଖାଇ ଘରକୁ ଫେରୁଥିଲେ। ମାତ୍ର ଶାସନ କେନାଲ ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ କେନାଲ ଭିତରକୁ ଖସି ପଡ଼ିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର