ଏପ୍ରିଲ ୩ରେ ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି

The Sakala Picture
Published On

ଭୁବନେଶ୍ବର :  ଏପ୍ରିଲ ୩ରେ ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଏମ୍ ଭେଙ୍କୟା ନାଇଡୁ। ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ଏଥିସହ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ପିଏଚଡି ଡିଗ୍ରୀ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି। ଏ ସମ୍ପର୍କରେ ସୂଚନା ଦେଇଛନ୍ତି କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ। ସମାବର୍ତ୍ତନ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ୍ ଯୋଗଦେଇ କାର୍ଯ୍ୟକ୍ରମର ଅଧ୍ୟକ୍ଷତା କରିବେ। ଏହି ଅବସରରେ ବିଭିନ୍ନ ବିଭାଗର ଟପ୍ପରଙ୍କୁ ସ୍ୱର୍ଣ୍ଣପଦକ ପ୍ରଦାନ କରାଯିବା ସହ […]

ଭୁବନେଶ୍ବର :  ଏପ୍ରିଲ ୩ରେ ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଏମ୍ ଭେଙ୍କୟା ନାଇଡୁ। ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ଏଥିସହ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ପିଏଚଡି ଡିଗ୍ରୀ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି। ଏ ସମ୍ପର୍କରେ ସୂଚନା ଦେଇଛନ୍ତି କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ।

ଆହୁରି ପଢ଼ନ୍ତୁ: ଓଡ଼ିଆ ଅସ୍ମିତାକୁ ଧକ୍କା: ଓଡ଼ିଶାର ପ୍ରତିଷ୍ଠା ଓ ପତିଆରାକୁ ହ୍ରାସ ପାଇଁ ଷଡ଼ଯନ୍ତ୍ର ଆରମ୍ଭ

ସମାବର୍ତ୍ତନ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ୍ ଯୋଗଦେଇ କାର୍ଯ୍ୟକ୍ରମର ଅଧ୍ୟକ୍ଷତା କରିବେ। ଏହି ଅବସରରେ ବିଭିନ୍ନ ବିଭାଗର ଟପ୍ପରଙ୍କୁ ସ୍ୱର୍ଣ୍ଣପଦକ ପ୍ରଦାନ କରାଯିବା ସହ ୨୦୨୦-୨୧ର ସ୍ମାରକୀ ପଦକ ମଧ୍ୟ ପ୍ରଦାନ କରାଯିବ। ଏଥି ସହିତ ଏହି ସମାବର୍ତ୍ତନ ଉତ୍ସବରେ ପ୍ରାୟ ୧୮୦ଜଣ ଛାତ୍ରଛାତ୍ରୀଙ୍କୁ ପିଏଚଡି ଓ ଡିଲିଟ୍ ଉପାଧି ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି। ସେମାନଙ୍କ ବ୍ୟତୀତ ସମସ୍ତ ବିଭାଗର ଟପ୍ପରଙ୍କୁ ମଧ୍ୟ ଗୋଲଡ୍ ମେଡାଲ ପ୍ରଦାନ କରାଯିବ। ବିଶ୍ୱ ବିଦ୍ୟାଳୟର କୁଳସଚିବ ଡ. ଅଭୟ କୁମାର ନାୟକ, ପିଜି କାଉନସିଲ ଅଧ୍ୟକ୍ଷ ପ୍ରଫେସର ବସନ୍ତ କୁମାର ମଲ୍ଲିକ ପ୍ରମୁଖ ପରିଚାଳନା ଦାୟିତ୍ୱରେ ରହିବେ ବୋଲି ବିଶ୍ୱବିଦ୍ୟାଳୟ କର୍ତ୍ତୁପକ୍ଷଙ୍କ ତରଫରୁ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଜିଲ୍ଳାପାଳଙ୍କ ରିପୋର୍ଟ ଆଧାରରେ ନିଆଯିବ ସ୍କୁଲ ଛୁଟି ନିଷ୍ପତ୍ତି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

18 Mar 2021 By The Sakala

ଏପ୍ରିଲ ୩ରେ ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି

ଭୁବନେଶ୍ବର :  ଏପ୍ରିଲ ୩ରେ ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଏମ୍ ଭେଙ୍କୟା ନାଇଡୁ। ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ଏଥିସହ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ପିଏଚଡି ଡିଗ୍ରୀ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି। ଏ ସମ୍ପର୍କରେ ସୂଚନା ଦେଇଛନ୍ତି କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ।

ସମାବର୍ତ୍ତନ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ୍ ଯୋଗଦେଇ କାର୍ଯ୍ୟକ୍ରମର ଅଧ୍ୟକ୍ଷତା କରିବେ। ଏହି ଅବସରରେ ବିଭିନ୍ନ ବିଭାଗର ଟପ୍ପରଙ୍କୁ ସ୍ୱର୍ଣ୍ଣପଦକ ପ୍ରଦାନ କରାଯିବା ସହ ୨୦୨୦-୨୧ର ସ୍ମାରକୀ ପଦକ ମଧ୍ୟ ପ୍ରଦାନ କରାଯିବ। ଏଥି ସହିତ ଏହି ସମାବର୍ତ୍ତନ ଉତ୍ସବରେ ପ୍ରାୟ ୧୮୦ଜଣ ଛାତ୍ରଛାତ୍ରୀଙ୍କୁ ପିଏଚଡି ଓ ଡିଲିଟ୍ ଉପାଧି ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି। ସେମାନଙ୍କ ବ୍ୟତୀତ ସମସ୍ତ ବିଭାଗର ଟପ୍ପରଙ୍କୁ ମଧ୍ୟ ଗୋଲଡ୍ ମେଡାଲ ପ୍ରଦାନ କରାଯିବ। ବିଶ୍ୱ ବିଦ୍ୟାଳୟର କୁଳସଚିବ ଡ. ଅଭୟ କୁମାର ନାୟକ, ପିଜି କାଉନସିଲ ଅଧ୍ୟକ୍ଷ ପ୍ରଫେସର ବସନ୍ତ କୁମାର ମଲ୍ଲିକ ପ୍ରମୁଖ ପରିଚାଳନା ଦାୟିତ୍ୱରେ ରହିବେ ବୋଲି ବିଶ୍ୱବିଦ୍ୟାଳୟ କର୍ତ୍ତୁପକ୍ଷଙ୍କ ତରଫରୁ ସୂଚନା ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର