ନୂଆପଡ଼ା ନିର୍ବାଚନ ମୈଦାନକୁ ଓହ୍ଲାଇବା ପୂର୍ବରୁ ବିଜେଡି ସୁପ୍ରିମୋଙ୍କ ଭିଡିଓ ବାର୍ତ୍ତା
 
                 
              
                ଭୁବନେଶ୍ବର : ନୂଆପଡ଼ା ନିର୍ବାଚନ ମୈଦାନକୁ ଓହ୍ଲାଇବା ପୂର୍ବରୁ ବିଜେଡି ସୁପ୍ରିମୋଙ୍କ ଭିଡିଓ ବାର୍ତ୍ତା । ଆସନ୍ତା ୩ ତାରିଖରେ ସେ କୋମନା ଯିବେ ବୋଲି କହିବା ସହିତ ଲୋକଙ୍କ ସହ ମିଶିବେ ଏବଂ କଥା ହେବେ ବୋଲି ନବୀନ ଭିଡିଓ ବାର୍ତ୍ତାରେ କହିଛନ୍ତି । ନୂଆପଡ଼ାରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ । ସେଥିପାଇଁ ସେ ତାଙ୍କ ନିଆରା ଶୈଳୀରେ ଆପଣମାନେ ଖୁସି ତ ବୋଲି ପଚାରିଛନ୍ତି ।
ଆହୁରି ପଢ଼ନ୍ତୁ: ଚୀନ୍ ସହ ୭ ହଜାର କୋଟି ଟଙ୍କାର ବଡ଼ ଡିଲ କଲା ଭାରତ...
  



 
                 
                 
                 
                 
                 
                 
                 
                 
                 
             
                

 
                 
                 
                 
                 
                 
         
         
         
        