ଭିଜିଲାନ୍ସ ଜାଲରେ ସମବାୟ ସମିତି ଡାଟା ଏଣ୍ଟ୍ରି ଅପରେଟର ଓ ଭାରପ୍ରାପ୍ତ ସମ୍ପାଦକ

The Sakala Picture
Published On

ସୁବର୍ଣ୍ଣପୁର: ଭିଜିଲାନ୍ସ ହାତରେ ସମବାୟ ସମିତି ଡାଟା ଏଣ୍ଟ୍ରି ଅପରେଟର ଦେବାନନ୍ଦ ନାୟକ ଓ ଭାରପ୍ରାପ୍ତ ସମ୍ପାଦକ କୁନା ନାୟକ । ଋଣ ନାଁରେ ଚାଷୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ଗିରଫ କରିଛି। ଋଣ କରାଇଦେବା କହି ଜଣେ ଅଭିଯୋଗକାରୀଙ୍କ ଠାରୁ ୮ ହଜାର ଟଙ୍କା ଗ୍ରହଣ କରୁଥିବା ସମୟରେ ଉଭୟଙ୍କୁ ଧରିଥିଲା ଭିଜିଲାନ୍ସ ଟିମ୍। ଉଭୟ ଅଭିଯୁକ୍ତଙ୍କଠାରୁ ସମ୍ପୃକ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି। ସୂଚନା ଅନୁଯାୟୀ, ଆଜି ସୁବର୍ଣ୍ଣପୁର ଜିଲ୍ଲା […]

ସୁବର୍ଣ୍ଣପୁର: ଭିଜିଲାନ୍ସ ହାତରେ ସମବାୟ ସମିତି ଡାଟା ଏଣ୍ଟ୍ରି ଅପରେଟର ଦେବାନନ୍ଦ ନାୟକ ଓ ଭାରପ୍ରାପ୍ତ ସମ୍ପାଦକ କୁନା ନାୟକ । ଋଣ ନାଁରେ ଚାଷୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ଗିରଫ କରିଛି। ଋଣ କରାଇଦେବା କହି ଜଣେ ଅଭିଯୋଗକାରୀଙ୍କ ଠାରୁ ୮ ହଜାର ଟଙ୍କା ଗ୍ରହଣ କରୁଥିବା ସମୟରେ ଉଭୟଙ୍କୁ ଧରିଥିଲା ଭିଜିଲାନ୍ସ ଟିମ୍। ଉଭୟ ଅଭିଯୁକ୍ତଙ୍କଠାରୁ ସମ୍ପୃକ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି।

ଆହୁରି ପଢ଼ନ୍ତୁ: କଲେଜ ଆଗରେ ଭୁଜାଲି ଦେଖାଇ ଯୁବତୀଙ୍କୁ ଧମକାଇଲା ଯୁବକ, ଥାନାରେ ଅଟକ

ସୂଚନା ଅନୁଯାୟୀ, ଆଜି ସୁବର୍ଣ୍ଣପୁର ଜିଲ୍ଲା ଶିବତୁଲା ସେବା ସମବାୟ ସମିତି ସମ୍ପାଦକ କୁନା ନାଏକ ଓ ଡାଟା ଏଣ୍ଟ୍ରି ଅପରେଟର ଦେବାନନ୍ଦ ନାୟକ ଚାଷୀଙ୍କ ଠାରୁ ଆଠ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଏହି ସମୟରେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଟିମ୍ ତାଙ୍କ ଉପରେ ଚଢାଉ କରିଥିଲା । ଚାଷୀଙ୍କ ଋଣ କରାଇଦେବା କହି କୁନା ଲାଞ୍ଚ ନେବା ବେଳେ ମାଡ଼ିବସିଲିଥିଲା ସୋନପୁର ଭିଜିଲାନ୍ସ ଟିମ ।

ଆହୁରି ପଢ଼ନ୍ତୁ: କୋଟିଆରେ ଆନ୍ଧ୍ର ପ୍ରଦେଶର ଆଦିବାସୀ କଲ୍ୟାଣ ମନ୍ତ୍ରୀ, ବିରୋଧରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଓଡ଼ିଆ ଅସ୍ମିତା ପରିଷଦ

11 Mar 2022 By The Sakala

ଭିଜିଲାନ୍ସ ଜାଲରେ ସମବାୟ ସମିତି ଡାଟା ଏଣ୍ଟ୍ରି ଅପରେଟର ଓ ଭାରପ୍ରାପ୍ତ ସମ୍ପାଦକ

ସୁବର୍ଣ୍ଣପୁର: ଭିଜିଲାନ୍ସ ହାତରେ ସମବାୟ ସମିତି ଡାଟା ଏଣ୍ଟ୍ରି ଅପରେଟର ଦେବାନନ୍ଦ ନାୟକ ଓ ଭାରପ୍ରାପ୍ତ ସମ୍ପାଦକ କୁନା ନାୟକ । ଋଣ ନାଁରେ ଚାଷୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ଗିରଫ କରିଛି। ଋଣ କରାଇଦେବା କହି ଜଣେ ଅଭିଯୋଗକାରୀଙ୍କ ଠାରୁ ୮ ହଜାର ଟଙ୍କା ଗ୍ରହଣ କରୁଥିବା ସମୟରେ ଉଭୟଙ୍କୁ ଧରିଥିଲା ଭିଜିଲାନ୍ସ ଟିମ୍। ଉଭୟ ଅଭିଯୁକ୍ତଙ୍କଠାରୁ ସମ୍ପୃକ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି।

ସୂଚନା ଅନୁଯାୟୀ, ଆଜି ସୁବର୍ଣ୍ଣପୁର ଜିଲ୍ଲା ଶିବତୁଲା ସେବା ସମବାୟ ସମିତି ସମ୍ପାଦକ କୁନା ନାଏକ ଓ ଡାଟା ଏଣ୍ଟ୍ରି ଅପରେଟର ଦେବାନନ୍ଦ ନାୟକ ଚାଷୀଙ୍କ ଠାରୁ ଆଠ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଏହି ସମୟରେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଟିମ୍ ତାଙ୍କ ଉପରେ ଚଢାଉ କରିଥିଲା । ଚାଷୀଙ୍କ ଋଣ କରାଇଦେବା କହି କୁନା ଲାଞ୍ଚ ନେବା ବେଳେ ମାଡ଼ିବସିଲିଥିଲା ସୋନପୁର ଭିଜିଲାନ୍ସ ଟିମ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର