ଆର ଆଣ୍ଡ ବିର ପୂର୍ବତନ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢଉ

ଭୁବନେଶ୍ୱର: ଆରଆଣ୍ଡବି ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ଟିମ୍‌‌। ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଚଢାଉ ହୋଇଥିବା ସୂଚନା ମିଳିିଛି। ଭୁବନେଶ୍ୱର, କଟକ ଓ ଝାରସୁଗୁଡା ସମେତ ଏକକାଳୀନ ୯ଟି ସ୍ଥାନରେ ଚଢାଉ ଜାରି ରହିଛି। ଭୁବନେଶ୍ୱର ନୟାପଲ୍ଲୀର ଅର୍ପଣ ଆପାର୍ଟମେଣ୍ଟରେ ଥିବା ଘର, ଖଣ୍ଡଗିରିରେ ଥିବା ଫ୍ଲାଟ, ଝାରସୁଗୁଡାର ଆସିଆନା ଆପାର୍ଟମେଣ୍ଟରେ ଥିବା ଫ୍ଲାଟ, କଟକ ଆଠଗଡରେ ଥିବା ପୈତୃକ ଘର ସହି ତିଗିରିଆରେ ରହୁଥିବା ସମ୍ପର୍କୀୟଙ୍କ […]

ଭୁବନେଶ୍ୱର: ଆରଆଣ୍ଡବି ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ଟିମ୍‌‌। ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଚଢାଉ ହୋଇଥିବା ସୂଚନା ମିଳିିଛି। ଭୁବନେଶ୍ୱର, କଟକ ଓ ଝାରସୁଗୁଡା ସମେତ ଏକକାଳୀନ ୯ଟି ସ୍ଥାନରେ ଚଢାଉ ଜାରି ରହିଛି। ଭୁବନେଶ୍ୱର ନୟାପଲ୍ଲୀର ଅର୍ପଣ ଆପାର୍ଟମେଣ୍ଟରେ ଥିବା ଘର, ଖଣ୍ଡଗିରିରେ ଥିବା ଫ୍ଲାଟ, ଝାରସୁଗୁଡାର ଆସିଆନା ଆପାର୍ଟମେଣ୍ଟରେ ଥିବା ଫ୍ଲାଟ, କଟକ ଆଠଗଡରେ ଥିବା ପୈତୃକ ଘର ସହି ତିଗିରିଆରେ ରହୁଥିବା ସମ୍ପର୍କୀୟଙ୍କ ଚଢାଉ କରୁଛି ଭିଜିଲାନ୍ସ।

About The Author: The Sakala