ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ୩ ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା ଭିଜିଲାନ୍ସ

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ୩ ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି ଭିଜିଲାନ୍ସ। ସ୍ୱତନ୍ତ୍ର କୋର୍ଟ ସ୍ପେଶାଲ ଜଜଙ୍କ ନିକଟରେ ଚାର୍ଜସିଟ୍ ଦାଖଲ ହୋଇଛି। ପ୍ରଦୀପ ପାଣିଗ୍ରାହୀ ଏବେ ଗୋପାଳପୁର ବିଧାୟକ ଅଛନ୍ତି। ତାଙ୍କ ବିରୋଧରେ ୯ କୋଟି ୧୮ଲକ୍ଷ ୧୩ ହଜାର ୭ ଟଙ୍କାର ଆୟ ବହିର୍ଭୂତ ଟଙ୍କା ଠାବ ହୋଇଥିଲା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତଦନ୍ତ କରୁଛି ଭିଜିଲାନ୍ସ। ୨୦୨୧ […]

ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ୩ ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି ଭିଜିଲାନ୍ସ। ସ୍ୱତନ୍ତ୍ର କୋର୍ଟ ସ୍ପେଶାଲ ଜଜଙ୍କ ନିକଟରେ ଚାର୍ଜସିଟ୍ ଦାଖଲ ହୋଇଛି। ପ୍ରଦୀପ ପାଣିଗ୍ରାହୀ ଏବେ ଗୋପାଳପୁର ବିଧାୟକ ଅଛନ୍ତି। ତାଙ୍କ ବିରୋଧରେ ୯ କୋଟି ୧୮ଲକ୍ଷ ୧୩ ହଜାର ୭ ଟଙ୍କାର ଆୟ ବହିର୍ଭୂତ ଟଙ୍କା ଠାବ ହୋଇଥିଲା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତଦନ୍ତ କରୁଛି ଭିଜିଲାନ୍ସ। ୨୦୨୧ ଅକ୍ଟୋବର ମାସରେ ଭିଜିଲାନ୍ସ ରେଡ୍ କରିଥିଲା।

About The Author: The Sakala