ଭିଜିଲାନ୍ସ ଜାଲରେ ବାଲେଶ୍ବର ଯୋଗାଣ ଅଧିକାରୀଙ୍କ କାର୍ଯ୍ଯାଳୟର ଆଣ୍ଟି ସ୍ମଗ୍‌ଲିଂ ଗାର୍ଡ

The Sakala Picture
Published On

ଜଳେଶ୍ୱର: ଭିଜିଲାନ୍ସ ଜାଲରେ ବାଲେଶ୍ବର ଜିଲ୍ଲାର ଖାଦ୍ୟ ଯୋଗାଣ ବିଭାଗର ଆଣ୍ଟି ସ୍ମଗ୍‌ଲିଂ ଗାର୍ଡ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଳେଶ୍ୱର ନୂଆବଜାର ସ୍ଥିତ ଜନାର୍ଦ୍ଦନ ପଲେଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଜନାର୍ଦ୍ଦନ ପଳେଇଙ୍କ ଜଳେଶ୍ୱରସ୍ଥିତ ବାସଭବନ, ନୂଆବଜାରସ୍ଥିତ କାର୍ଯ୍ଯାଳୟ, ନୂଆବଜାରସ୍ଥିତ ଚନ୍ଦନ ଢାବା, ଗଞ୍ଜାମ ଜିଲ୍ଲା ଛତ୍ରପୁରସ୍ଥିତ ପୈତୃକ ବାସଭବନ, ସମ୍ପର୍କୀୟଙ୍କ ଘର ସମେତ ରାଜ୍ୟର ୫ଟି ସ୍ଥାନରେ ଚଢ଼ାଉ ଜାରି ରହିଛି । ଏହି ଚଢାଉରେ ଜଣେ ଏଡିସିନାଲ ଏସ୍ପି, […]

ଜଳେଶ୍ୱର: ଭିଜିଲାନ୍ସ ଜାଲରେ ବାଲେଶ୍ବର ଜିଲ୍ଲାର ଖାଦ୍ୟ ଯୋଗାଣ ବିଭାଗର ଆଣ୍ଟି ସ୍ମଗ୍‌ଲିଂ ଗାର୍ଡ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଳେଶ୍ୱର ନୂଆବଜାର ସ୍ଥିତ ଜନାର୍ଦ୍ଦନ ପଲେଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଜନାର୍ଦ୍ଦନ ପଳେଇଙ୍କ ଜଳେଶ୍ୱରସ୍ଥିତ ବାସଭବନ, ନୂଆବଜାରସ୍ଥିତ କାର୍ଯ୍ଯାଳୟ, ନୂଆବଜାରସ୍ଥିତ ଚନ୍ଦନ ଢାବା, ଗଞ୍ଜାମ ଜିଲ୍ଲା ଛତ୍ରପୁରସ୍ଥିତ ପୈତୃକ ବାସଭବନ, ସମ୍ପର୍କୀୟଙ୍କ ଘର ସମେତ ରାଜ୍ୟର ୫ଟି ସ୍ଥାନରେ ଚଢ଼ାଉ ଜାରି ରହିଛି । ଏହି ଚଢାଉରେ ଜଣେ ଏଡିସିନାଲ ଏସ୍ପି, ୪ ଜଣ ଡ଼ିଏସପି ଓ ୫ ଜଣ ଇନ୍ସପେକ୍ଟର ସାମିଲଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

24 Jun 2022 By The Sakala

ଭିଜିଲାନ୍ସ ଜାଲରେ ବାଲେଶ୍ବର ଯୋଗାଣ ଅଧିକାରୀଙ୍କ କାର୍ଯ୍ଯାଳୟର ଆଣ୍ଟି ସ୍ମଗ୍‌ଲିଂ ଗାର୍ଡ

ଜଳେଶ୍ୱର: ଭିଜିଲାନ୍ସ ଜାଲରେ ବାଲେଶ୍ବର ଜିଲ୍ଲାର ଖାଦ୍ୟ ଯୋଗାଣ ବିଭାଗର ଆଣ୍ଟି ସ୍ମଗ୍‌ଲିଂ ଗାର୍ଡ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଳେଶ୍ୱର ନୂଆବଜାର ସ୍ଥିତ ଜନାର୍ଦ୍ଦନ ପଲେଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଜନାର୍ଦ୍ଦନ ପଳେଇଙ୍କ ଜଳେଶ୍ୱରସ୍ଥିତ ବାସଭବନ, ନୂଆବଜାରସ୍ଥିତ କାର୍ଯ୍ଯାଳୟ, ନୂଆବଜାରସ୍ଥିତ ଚନ୍ଦନ ଢାବା, ଗଞ୍ଜାମ ଜିଲ୍ଲା ଛତ୍ରପୁରସ୍ଥିତ ପୈତୃକ ବାସଭବନ, ସମ୍ପର୍କୀୟଙ୍କ ଘର ସମେତ ରାଜ୍ୟର ୫ଟି ସ୍ଥାନରେ ଚଢ଼ାଉ ଜାରି ରହିଛି । ଏହି ଚଢାଉରେ ଜଣେ ଏଡିସିନାଲ ଏସ୍ପି, ୪ ଜଣ ଡ଼ିଏସପି ଓ ୫ ଜଣ ଇନ୍ସପେକ୍ଟର ସାମିଲଥିବା ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର