ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କନଷ୍ଟେବଳଙ୍କ ଘରେ ରେଡ୍, ଜବତ ହେଲାଣି ନଗଦ ୫ ଲକ୍ଷ ୧୬ ହଜାର ୮୮୦ ଟଙ୍କା

The Sakala Picture
Published On

ବ୍ରହ୍ମପୁର: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁରର କନେଷ୍ଟବଳ ସୁଦର୍ଶନ ପ୍ରଧାନଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଏକକାଳୀନ ତିନିଟି ସ୍ଥାନରେ ଚଢ଼ାଉ କରାଯାଉଥିବାର ଖବର ମିଳିଛି। ବ୍ରହ୍ମପୁରର ଲୋଚାପଡା, ମେନ୍ ରୋଡଠାରେ ତିନି ମହଲା ବିଶିଷ୍ଟ ଆବାସିକ କୋଠା, ନିମାଖଣ୍ଡୀରେ ଅବସ୍ଥିତ କୋଠା ଏବଂ ଭଞ୍ଜନଗର ଥାନା ଅନ୍ତର୍ଗତ ଗାମୁଣ୍ଡି ଗାଁରେ ଥିବା ପୈତୃକ ଘରେ ଚଢ଼ାଉ କରୁଛନ୍ତି। ବ୍ରହ୍ମପୁରର ସ୍ପେସାଲ୍ ଭିଜିଲାନ୍ସ ଜଜଙ୍କ ଦ୍ବାରା ଜାରି ସର୍ଚ୍ଚ […]

ବ୍ରହ୍ମପୁର: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁରର କନେଷ୍ଟବଳ ସୁଦର୍ଶନ ପ୍ରଧାନଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଏକକାଳୀନ ତିନିଟି ସ୍ଥାନରେ ଚଢ଼ାଉ କରାଯାଉଥିବାର ଖବର ମିଳିଛି।

ଆହୁରି ପଢ଼ନ୍ତୁ: ଚଳଚଞ୍ଚଳ ରଥଖଳା, ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ

ବ୍ରହ୍ମପୁରର ଲୋଚାପଡା, ମେନ୍ ରୋଡଠାରେ ତିନି ମହଲା ବିଶିଷ୍ଟ ଆବାସିକ କୋଠା, ନିମାଖଣ୍ଡୀରେ ଅବସ୍ଥିତ କୋଠା ଏବଂ ଭଞ୍ଜନଗର ଥାନା ଅନ୍ତର୍ଗତ ଗାମୁଣ୍ଡି ଗାଁରେ ଥିବା ପୈତୃକ ଘରେ ଚଢ଼ାଉ କରୁଛନ୍ତି। ବ୍ରହ୍ମପୁରର ସ୍ପେସାଲ୍ ଭିଜିଲାନ୍ସ ଜଜଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟର ଆଦେଶ ବଳରେ ଚଢ଼ାଉ କରାଯାଉଥିବାର ସୂଚନା ରହିଛି। ଚଢଉରେ ଜଣେ ଅତିରିକ୍ତ ଏସ୍‌ପି, ୫ ଜଣ ଇନ୍‌ସ୍ପେକ୍ଟର ସାମିଲ ରହିଛନ୍ତି ।ବର୍ତ୍ତମାନ ସୁଦ୍ଧା ସୁଦର୍ଶନଙ୍କ ଘରୁ ନଗଦ ୫ ଲକ୍ଷ ୧୬ ହଜାର ୮୮୦ ଟଙ୍କା ଜବତ କରାଯାଇଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଖୋର୍ଦ୍ଧା ଜିଲ୍ଲାରେ କାଲିଠୁ ସାଢ଼େ ୬ରୁ ସାଢ଼େ ୯ଟା ପର୍ଯ୍ୟନ୍ତ ସ୍କୁଲ୍‌

29 Nov 2021 By The Sakala

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କନଷ୍ଟେବଳଙ୍କ ଘରେ ରେଡ୍, ଜବତ ହେଲାଣି ନଗଦ ୫ ଲକ୍ଷ ୧୬ ହଜାର ୮୮୦ ଟଙ୍କା

ବ୍ରହ୍ମପୁର: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁରର କନେଷ୍ଟବଳ ସୁଦର୍ଶନ ପ୍ରଧାନଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଏକକାଳୀନ ତିନିଟି ସ୍ଥାନରେ ଚଢ଼ାଉ କରାଯାଉଥିବାର ଖବର ମିଳିଛି।

ବ୍ରହ୍ମପୁରର ଲୋଚାପଡା, ମେନ୍ ରୋଡଠାରେ ତିନି ମହଲା ବିଶିଷ୍ଟ ଆବାସିକ କୋଠା, ନିମାଖଣ୍ଡୀରେ ଅବସ୍ଥିତ କୋଠା ଏବଂ ଭଞ୍ଜନଗର ଥାନା ଅନ୍ତର୍ଗତ ଗାମୁଣ୍ଡି ଗାଁରେ ଥିବା ପୈତୃକ ଘରେ ଚଢ଼ାଉ କରୁଛନ୍ତି। ବ୍ରହ୍ମପୁରର ସ୍ପେସାଲ୍ ଭିଜିଲାନ୍ସ ଜଜଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟର ଆଦେଶ ବଳରେ ଚଢ଼ାଉ କରାଯାଉଥିବାର ସୂଚନା ରହିଛି। ଚଢଉରେ ଜଣେ ଅତିରିକ୍ତ ଏସ୍‌ପି, ୫ ଜଣ ଇନ୍‌ସ୍ପେକ୍ଟର ସାମିଲ ରହିଛନ୍ତି ।ବର୍ତ୍ତମାନ ସୁଦ୍ଧା ସୁଦର୍ଶନଙ୍କ ଘରୁ ନଗଦ ୫ ଲକ୍ଷ ୧୬ ହଜାର ୮୮୦ ଟଙ୍କା ଜବତ କରାଯାଇଥିବା ସୂଚନା ମିଳିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର