ଭିଜିଲାନ୍ସ ଜାଲରେ ସିଡିପିଓ, ୧୨ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ

The Sakala Picture
Published On

ପୁରୁଷୋତ୍ତମପୁର: ଭିଜିଲାନ୍ସ ଜାଲରେ ସିଡିପିଓ। ଗଞ୍ଜାମ ବେଗୁନିଆପଡ଼ା ବ୍ଲକ ସିଡିପିଓଙ୍କୁ ଧରିଛି ଭିଜିଲାନ୍ସ। ୧୨ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଛନ୍ତି ସିଡିପିଓ। ସିଡିପିଓ ସନ୍ଧ୍ୟାରାଣୀ ପାଣିଗ୍ରାହୀଙ୍କୁ ଧରିଲା ବ୍ରହ୍ମପୁର ଭିଜିଲାନ୍ସ। ସିଡିପିଓଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ସିଡିପିଓଙ୍କ କାର୍ଯ୍ୟାଳୟରେ ଭିଜିଲାନ୍ସର ଗୋଟିଏ ଟିମ ଓ ବେଗୁନିଆପଡ଼ା ଥାନାରେ ଏକ ଟିମ ଉପସ୍ଥିତ ରହି ଛାନଭିନ ଚଳାଇଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବନ୍ୟା ସ୍ଥିତି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ, ଅନେକ ଗାଁ ଜଳମଗ୍ନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର