ବାରିପଦା ଆଇଟିଡିଏ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍‌, ୧୨ଟି ସ୍ଥାନରେ ଚାଲିଛି ଚଢଉ

The Sakala Picture
Published On

ମୟୂରଭଞ୍ଜ :  ବାରିପଦା ଆଇଟିଡିଏର କନିଷ୍ଠ ଯନ୍ତ୍ରୀ ସନ୍ତୋଷ କୁମାର ଦାସଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଏକ ସଙ୍ଗରେ ବାରିପଦା, ବାଲେଶ୍ଵର , ଭୂବନେଶ୍ୱର , ପୈତୃକ ଗ୍ରାମ ବାଲିଆପାଳ, ଶ୍ୱଶୁର ଘର, ଏବଂ ସମ୍ପର୍କୀୟ ଘରେ ଏକ ସଙ୍ଗରେ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ କରାଯାଇଥିବା ସୂଚନା ମିଳିଛି । ଭୁବନେଶ୍ବର ଭିଜିଲାନ୍ସ ଟିମ୍ ନେତୃତ୍ବରେ ଏକକାଳୀନ ୧୨ଟି ସ୍ଥାନରେ ଚଢ଼ଉ କରାଯାଇଛି । ବାରିପଦାସ୍ଥିତ କାର୍ଯ୍ୟାଳୟ ସମନ୍ୱିତ ଆଦିବାସୀ ଉନ୍ନୟନ […]

ମୟୂରଭଞ୍ଜ :  ବାରିପଦା ଆଇଟିଡିଏର କନିଷ୍ଠ ଯନ୍ତ୍ରୀ ସନ୍ତୋଷ କୁମାର ଦାସଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଏକ ସଙ୍ଗରେ ବାରିପଦା, ବାଲେଶ୍ଵର , ଭୂବନେଶ୍ୱର , ପୈତୃକ ଗ୍ରାମ ବାଲିଆପାଳ, ଶ୍ୱଶୁର ଘର, ଏବଂ ସମ୍ପର୍କୀୟ ଘରେ ଏକ ସଙ୍ଗରେ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ କରାଯାଇଥିବା ସୂଚନା ମିଳିଛି । ଭୁବନେଶ୍ବର ଭିଜିଲାନ୍ସ ଟିମ୍ ନେତୃତ୍ବରେ ଏକକାଳୀନ ୧୨ଟି ସ୍ଥାନରେ ଚଢ଼ଉ କରାଯାଇଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବଢ଼ୁଛି ବିଭିନ୍ନ ନଦୀର ଜଳସ୍ତର; ବୈତରଣୀରେ ବନ୍ୟା ଆଶଙ୍କା, ବିପଦ ସଂକେତ ଉପରେ ଜଳକା

ବାରିପଦାସ୍ଥିତ କାର୍ଯ୍ୟାଳୟ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା, ଭଞ୍ଜପୁର ସ୍ଥିତ ବାସସ୍ଥାନ, ବାଲିଆପାଳର ଭୋଗରାଇ ସ୍ଥିତ ପୈତ୍ୟୁକ ଘର। ତେବେ ଦୀର୍ଘ ଆଠ ବର୍ଷ ଧରି ଯନ୍ତ୍ରୀ ଗୋଟିଏ କାର୍ଯ୍ୟାଳୟରେ ଚାକିରୀ କରୁଥିବା ବେଳେ ବହୁ ଦୁର୍ନୀତିରେ ସଂପୃକ୍ତ ଥିବାର ପୂର୍ବରୁ ଖବର ମଧ୍ୟ ପ୍ରକାଶ ହୋଇଥିଲା। ଠିକାଦାରଙ୍କ ଜାଲି ଦସ୍ତଖତକୁ ନେଇ ଅନେକ ସମୟରେ ଟଙ୍କା ଉଠାଇ ନେଇଥିବାର ଠିକାଦାର ଅଭିଯୋଗ ଆଣିଥିଲେ। ଏହା ସହିତ ଜିଏସଷ୍ଟି ଠକେଇ ମାମଲାରେ ତଦନ୍ତ ଚାଲୁରହିଥିବାର ନଜିର ମଧ୍ୟ ରହିଛି।ଉତ୍ତରାଞ୍ଚଳ ଭିଜିଲାନ୍ସ ଆରକ୍ଷୀ ଅଧିକାରୀ ନିଜେ ଉପସ୍ଥିତ ରହି ତଦନ୍ତ କରୁଛନ୍ତି ।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର