RWSSର ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳୀନ ୬ଟି ସ୍ଥାନରେ ରେଡ୍‌

The Sakala Picture
Published On

ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। ଦୁର୍ନୀତି ବିରୋଧରେ ‘ଶୂନ୍ୟ ସହନଶୀଳତା’କୁ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯାହା ଫଳରେ ଦୁର୍ନୀତି ଅଭିଯୋଗ ଆସିଲେ ଦୁର୍ନୀତିଖୋର ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହି କ୍ରମରେ ଶୁକ୍ରବାର ଆରଡବ୍ଲୁଏସଏସର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାରରଂଜନ ଦାସଙ୍କ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢାଉ ଜାରି ରହିଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏହ ଭିଜିଲାନ୍ସ ଚଢାଉ କରାଯାଉଛି। ଆରଡବ୍ଲୁଏସଏସ ଭୁବନେଶ୍ୱର […]

ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। ଦୁର୍ନୀତି ବିରୋଧରେ ‘ଶୂନ୍ୟ ସହନଶୀଳତା’କୁ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯାହା ଫଳରେ ଦୁର୍ନୀତି ଅଭିଯୋଗ ଆସିଲେ ଦୁର୍ନୀତିଖୋର ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହି କ୍ରମରେ ଶୁକ୍ରବାର ଆରଡବ୍ଲୁଏସଏସର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାରରଂଜନ ଦାସଙ୍କ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢାଉ ଜାରି ରହିଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏହ ଭିଜିଲାନ୍ସ ଚଢାଉ କରାଯାଉଛି।

ଆହୁରି ପଢ଼ନ୍ତୁ: ଅଦିନିଆ ରଥଯାତ୍ରା ଜଗନ୍ନାଥ ସଂସ୍କୃତିକୁ ଅପମାନ: ଇସ୍କନର ମନମାନି ପାଇଁ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲା ଓଡ଼ିଆ ଅସ୍ମିତା ପରିଷଦ

ଆରଡବ୍ଲୁଏସଏସ ଭୁବନେଶ୍ୱର ସର୍କଲର ଯୋଜନା, ମନିଟରିଂ, ଡିଜାଇନ୍ ଏବଂ ଅନୁସନ୍ଧାନ ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାରରଂଜନ ଦାସଙ୍କ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢାଉ କରାଯାଉଛି। ଖୋର୍ଦ୍ଧା, ସମ୍ବଲପୁର ଏବଂ ବରଗଡ଼ ଜିଲ୍ଲାର  ୬ଟି ସ୍ଥାନରେ ଚଢାଉ ଚାଲିଛି। ଭୁବନେଶ୍ୱରର ଖାରବେଳ ନଗରର ଶ୍ରୀରାମ ମାନସନ୍ ଫ୍ଲାଟ ନଂ -୨୦ ଠାରେ ଅବସ୍ଥିତ ଶ୍ରୀ ଦାସଙ୍କ ଆବାସିକ ଘର, ସମ୍ବଲପୁରର ମୋଦୀପଡାଠାରେ ଅବସ୍ଥିତ ଶ୍ରୀ ଦାସଙ୍କ ଏକ ତିନିମହଲା ପୈତୃକ ଘର, ବରଗଡ଼ ଜିଲ୍ଲାର ରୋହିନିୟାଁ, ଭୁବନେଶ୍ବରର ତାଙ୍କ ସରକାରୀ କାର୍ଯ୍ୟାଳୟ, ଖାରବେଳ ନଗର ଓ ଖୋର୍ଦ୍ଧାରେ ଥିବା ସଂପର୍କୀୟଙ୍କ ଘରେ ଚଢାଉ ହେଉଛି। ଏହି ଚଢାଉରେ ୫ ଡିଏସ୍‌ପି, ୧୨ ଇନ୍ସପେକ୍ଟର, ୧ ସବ୍ ଇନ୍ସପେକ୍ଟର ଓ ୧୧ ଜଣ ଏସ୍‌ଆଇ ସାମିଲ ଅଛନ୍ତି।

ଆହୁରି ପଢ଼ନ୍ତୁ: ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ସଂସ୍କାର ପାଇଁ ଆସିବ ସ୍ୱତନ୍ତ୍ର ଆଇନ, ଶ୍ରୀମନ୍ଦିର ଭଳି ରହିବ ଆଇନ ବ୍ୟବସ୍ଥା

28 Oct 2022 By The Sakala

RWSSର ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳୀନ ୬ଟି ସ୍ଥାନରେ ରେଡ୍‌

ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। ଦୁର୍ନୀତି ବିରୋଧରେ ‘ଶୂନ୍ୟ ସହନଶୀଳତା’କୁ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯାହା ଫଳରେ ଦୁର୍ନୀତି ଅଭିଯୋଗ ଆସିଲେ ଦୁର୍ନୀତିଖୋର ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହି କ୍ରମରେ ଶୁକ୍ରବାର ଆରଡବ୍ଲୁଏସଏସର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାରରଂଜନ ଦାସଙ୍କ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢାଉ ଜାରି ରହିଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏହ ଭିଜିଲାନ୍ସ ଚଢାଉ କରାଯାଉଛି।

ଆରଡବ୍ଲୁଏସଏସ ଭୁବନେଶ୍ୱର ସର୍କଲର ଯୋଜନା, ମନିଟରିଂ, ଡିଜାଇନ୍ ଏବଂ ଅନୁସନ୍ଧାନ ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାରରଂଜନ ଦାସଙ୍କ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢାଉ କରାଯାଉଛି। ଖୋର୍ଦ୍ଧା, ସମ୍ବଲପୁର ଏବଂ ବରଗଡ଼ ଜିଲ୍ଲାର  ୬ଟି ସ୍ଥାନରେ ଚଢାଉ ଚାଲିଛି। ଭୁବନେଶ୍ୱରର ଖାରବେଳ ନଗରର ଶ୍ରୀରାମ ମାନସନ୍ ଫ୍ଲାଟ ନଂ -୨୦ ଠାରେ ଅବସ୍ଥିତ ଶ୍ରୀ ଦାସଙ୍କ ଆବାସିକ ଘର, ସମ୍ବଲପୁରର ମୋଦୀପଡାଠାରେ ଅବସ୍ଥିତ ଶ୍ରୀ ଦାସଙ୍କ ଏକ ତିନିମହଲା ପୈତୃକ ଘର, ବରଗଡ଼ ଜିଲ୍ଲାର ରୋହିନିୟାଁ, ଭୁବନେଶ୍ବରର ତାଙ୍କ ସରକାରୀ କାର୍ଯ୍ୟାଳୟ, ଖାରବେଳ ନଗର ଓ ଖୋର୍ଦ୍ଧାରେ ଥିବା ସଂପର୍କୀୟଙ୍କ ଘରେ ଚଢାଉ ହେଉଛି। ଏହି ଚଢାଉରେ ୫ ଡିଏସ୍‌ପି, ୧୨ ଇନ୍ସପେକ୍ଟର, ୧ ସବ୍ ଇନ୍ସପେକ୍ଟର ଓ ୧୧ ଜଣ ଏସ୍‌ଆଇ ସାମିଲ ଅଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର