ଗଞ୍ଜାମର ବିଭିନ୍ନ ଅଞ୍ଚଳରେ କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର

The Sakala Picture
Published On

ବ୍ରହ୍ମପୁର: ଗଞ୍ଜାମର ବିଭିନ୍ନ ଅଞ୍ଚଳରେ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର। ପ୍ରଚାର ସଭା ସହ ରୋଡ ଶୋ’ରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି ପାଣ୍ଡିଆନ୍। ଆଜି ଦିନ ତମାମ ଗଞ୍ଜାମ ଜିଲ୍ଲାର ଶେରଗଡ଼, ହିଞ୍ଜିଳି, ଖଲ୍ଲିକୋଟ ଓ ବ୍ରହ୍ମପୁରରେ ଆୟୋଜିତ ବିଭିନ୍ନ ପ୍ରଚାର ସଭା ଓ ରୋଡ ଶୋ’ରେ ସାମିଲ ହେବେ। ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଯୋଡି ଶଙ୍ଖରେ ବିପୁଳ ସଂଖ୍ୟାରେ ଭୋଟ ଦେଇ ଜିତାଇବାକୁ ଅପିଲ କରିଛନ୍ତି ପାଣ୍ଡିଆନ୍। ସକାଳୁ କାର୍ତ୍ତିକ ପାଣ୍ଡିଆନ୍ […]

ବ୍ରହ୍ମପୁର: ଗଞ୍ଜାମର ବିଭିନ୍ନ ଅଞ୍ଚଳରେ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର। ପ୍ରଚାର ସଭା ସହ ରୋଡ ଶୋ’ରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି ପାଣ୍ଡିଆନ୍। ଆଜି ଦିନ ତମାମ ଗଞ୍ଜାମ ଜିଲ୍ଲାର ଶେରଗଡ଼, ହିଞ୍ଜିଳି, ଖଲ୍ଲିକୋଟ ଓ ବ୍ରହ୍ମପୁରରେ ଆୟୋଜିତ ବିଭିନ୍ନ ପ୍ରଚାର ସଭା ଓ ରୋଡ ଶୋ’ରେ ସାମିଲ ହେବେ। ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଯୋଡି ଶଙ୍ଖରେ ବିପୁଳ ସଂଖ୍ୟାରେ ଭୋଟ ଦେଇ ଜିତାଇବାକୁ ଅପିଲ କରିଛନ୍ତି ପାଣ୍ଡିଆନ୍।

ଆହୁରି ପଢ଼ନ୍ତୁ: ଏରସମା ଶିଆଳି ବେଳାଭୂମି ନିକଟରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଭାଙ୍ଗି ନେଇଗଲେ ଦୁବୃର୍ତ୍ତ

ସକାଳୁ କାର୍ତ୍ତିକ ପାଣ୍ଡିଆନ୍ ଗୋପାଳପୁର ନିକଟରେ ଥିବା ପ୍ରସିଦ୍ଧ ଶୈବପୀଠ ଧବଳେଶ୍ବର ମନ୍ଦିରକୁ ଯାଇ ରୂପାନ୍ତରଣ କାର୍ଯ୍ୟର ସମୀକ୍ଷା କରିଥିଲେ। ଧବଳେଶ୍ବରରେ ଆଖପାଖ ଅଞ୍ଚଳର ଲୋକେ ପାଣ୍ଡିଆନଙ୍କୁ ଭବ୍ୟ ସ୍ବାଗତ କରିଥିଲେ। ଗତକାଲି ସଂଧ୍ୟାରେ ପ୍ରଚଣ୍ଡ କାଳବୈଶାଖୀ ସତ୍ତ୍ବେ ପାଣ୍ଡିଆନ ଗୋପାଳପୁରରୁ ବ୍ରହ୍ମପୁର ପର୍ଯ୍ୟନ୍ତ ବିରାଟ ରୋଡ ଶୋ କରିଥିଲେ। ଗୋପାଳପୁର, ଲାଞ୍ଜିପଲ୍ଲୀ ଓ ଲୋଚାପଡ଼ାରେ ରୋଡ ଶୋ କରି ଗୋପାଳପୁର ବିଧାୟକ ପ୍ରାର୍ଥୀ ବିକ୍ରମ ପଣ୍ଡା ଓ ସାଂସଦ ପ୍ରାର୍ଥୀ ଭୃଗୁ ବକ୍ସିପାତ୍ରଙ୍କ ପାଇଁ ଭୋଟ ମାଗିଥିଲେ।

ଆହୁରି ପଢ଼ନ୍ତୁ: ଡିଜିଟାଲ ପୋଲିସିଂରେ ଓଡ଼ିଶା ପୋଲିସର ନୂଆ ପଦକ୍ଷେପ, ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର