କାର୍ତ୍ତିକ ପୂର୍ଣ୍ଣମୀରେ ବିଜେଡ଼ିରେ ଯୋଗଦେଲେ ଭି.କେ. ପାଣ୍ଡିଆନ

ଭୁବନେଶ୍ୱର: କାର୍ତ୍ତିକ ପୂର୍ଣ୍ଣମୀରେ ବିଜେଡ଼ିରେ ଯୋଗଦେଲେ ଭିକେ ପାଣ୍ଡିଆନ୍। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌। ଏ ନେଇ ନବୀନ ନିବାସରେ ବରିଷ୍ଠ ନେତାଙ୍କ ଭିଡ଼ ଜମିଛି। ନବୀନ ନିବାସରେ ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ମନ୍ତ୍ରୀ ପ୍ରତାପ ଦେବ, ସ୍ନେହାଙ୍ଗିନୀ ଛୁରିଆ, ବାସନ୍ତୀ ହେମ୍ମ୍ରମ, ସଞ୍ଜୟ ଦାସବର୍ମା, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରସନ୍ନ ଆଚାର୍ଯ୍ୟ, ସମୀର ଦାସ, ଅଶୋକ ପଣ୍ଡା, ଅରୁଣ ସାହୁ ଓ […]

ଭୁବନେଶ୍ୱର: କାର୍ତ୍ତିକ ପୂର୍ଣ୍ଣମୀରେ ବିଜେଡ଼ିରେ ଯୋଗଦେଲେ ଭିକେ ପାଣ୍ଡିଆନ୍। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌। ଏ ନେଇ ନବୀନ ନିବାସରେ ବରିଷ୍ଠ ନେତାଙ୍କ ଭିଡ଼ ଜମିଛି। ନବୀନ ନିବାସରେ ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ମନ୍ତ୍ରୀ ପ୍ରତାପ ଦେବ, ସ୍ନେହାଙ୍ଗିନୀ ଛୁରିଆ, ବାସନ୍ତୀ ହେମ୍ମ୍ରମ, ସଞ୍ଜୟ ଦାସବର୍ମା, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରସନ୍ନ ଆଚାର୍ଯ୍ୟ, ସମୀର ଦାସ, ଅଶୋକ ପଣ୍ଡା, ଅରୁଣ ସାହୁ ଓ ଉଷା ଦେବୀ ପ୍ରମୁଖ ଉପସ୍ଥିତ ରହିଛନ୍ତି।

About The Author: The Sakala