ଧାମନଗର ଉପନିର୍ବାଚନ: କିଏ ଜିତିବ ଧାମନଗର ବାଜି ? ଆରମ୍ଭ ହେଲା ଭୋଟ ଗଣତି

The Sakala Picture
Published On

ଧାମନଗର: ଆଜି ଆସିବ ଧାମନଗର ଉପନିର୍ବାଚନ ଫଳାଫଳ । ଆରମ୍ଭ ହୋଇଛି ଭୋଟ ଗଣତି । ଗଣତି କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଭୋଟ୍ ଗଣତି ପାଇଁ ଭଦ୍ରକ ସଂସ୍କୃତି ଭବନରେ ବ୍ୟବସ୍ଥା କରାଯାଇଛି । ଭୋଟ ଗଣତି ପାଇଁ ୧୪ଟି ଟେବୁଲର ବ୍ୟବସ୍ଥା କରାଯାଇଛି । ୧୮ଟି ରାଉଣ୍ଡରେ ହେବ ଭୋଟ୍ ଗଣତି । ପ୍ରତି ରାଉଣ୍ଡ ପରେ ଘୋଷଣା ହେବ ଫଳାଫଳ । ପ୍ରଥମେ ପୋଷ୍ଟାଲ ବାଲଟ ଗଣତି ହୋଇଛି । […]

ଧାମନଗର: ଆଜି ଆସିବ ଧାମନଗର ଉପନିର୍ବାଚନ ଫଳାଫଳ । ଆରମ୍ଭ ହୋଇଛି ଭୋଟ ଗଣତି । ଗଣତି କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଭୋଟ୍ ଗଣତି ପାଇଁ ଭଦ୍ରକ ସଂସ୍କୃତି ଭବନରେ ବ୍ୟବସ୍ଥା କରାଯାଇଛି । ଭୋଟ ଗଣତି ପାଇଁ ୧୪ଟି ଟେବୁଲର ବ୍ୟବସ୍ଥା କରାଯାଇଛି । ୧୮ଟି ରାଉଣ୍ଡରେ ହେବ ଭୋଟ୍ ଗଣତି । ପ୍ରତି ରାଉଣ୍ଡ ପରେ ଘୋଷଣା ହେବ ଫଳାଫଳ । ପ୍ରଥମେ ପୋଷ୍ଟାଲ ବାଲଟ ଗଣତି ହୋଇଛି । ପୋଷ୍ଟାଲ ବାଲଟ ଗଣତି ଶେଷ ହେବା ପରେ ଇଭିଏମ ଗଣତି ହେବ । ଅପରାହ୍ନ ୫ଟା ସୁଦ୍ଧା ଫଳାଫଳ ଘୋଷଣା ହେବା ନେଇ ସୂଚନା ମିଳିଛି। ତେବେ କିଛି ସମୟ ପରେ ପ୍ରଥମ ରାଉଣ୍ଡର ଫଳାଫଳ ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

କାଉଣ୍ଟିଂରେ ପ୍ରତି ଟେବୁଲ ପାଇଁ ଜଣେ ସୁପରଭାଇଜର, ଜଣେ ଆସିଷ୍ଟାଣ୍ଡ ସୁପରଭାଇଜର ଆଉ ଜଣେ ମାଇକ୍ରୋ ଅବଜରଭର ରହିବେ । ଏହାସହ ପ୍ରତି ଟେବୁଲରେ ପ୍ରାର୍ଥୀମାନଙ୍କର ଜଣେ ଲେଖାଏଁ କାଉଣ୍ଟିଙ୍ଗ ଏଜେଣ୍ଟ ମଧ୍ୟ ରହିବେ । ୧୪ଟି ଟେବୁଲ୍ ବ୍ୟତୀତ ରିଟର୍ଣ୍ଣିଂ ଅଫିସରଙ୍କ ପାଇଁ ଏକ ସେଣ୍ଟ୍ରାଲ ଟେବୁଲ ରହିବ । ଧାମନଗର ବ୍ଲକରୁ ଗଣତି ଆରମ୍ଭ ହୋଇ ତିହିଡ଼ି ବ୍ଲକରେ ସରିବ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

06 Nov 2022 By The Sakala

ଧାମନଗର ଉପନିର୍ବାଚନ: କିଏ ଜିତିବ ଧାମନଗର ବାଜି ? ଆରମ୍ଭ ହେଲା ଭୋଟ ଗଣତି

ଧାମନଗର: ଆଜି ଆସିବ ଧାମନଗର ଉପନିର୍ବାଚନ ଫଳାଫଳ । ଆରମ୍ଭ ହୋଇଛି ଭୋଟ ଗଣତି । ଗଣତି କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଭୋଟ୍ ଗଣତି ପାଇଁ ଭଦ୍ରକ ସଂସ୍କୃତି ଭବନରେ ବ୍ୟବସ୍ଥା କରାଯାଇଛି । ଭୋଟ ଗଣତି ପାଇଁ ୧୪ଟି ଟେବୁଲର ବ୍ୟବସ୍ଥା କରାଯାଇଛି । ୧୮ଟି ରାଉଣ୍ଡରେ ହେବ ଭୋଟ୍ ଗଣତି । ପ୍ରତି ରାଉଣ୍ଡ ପରେ ଘୋଷଣା ହେବ ଫଳାଫଳ । ପ୍ରଥମେ ପୋଷ୍ଟାଲ ବାଲଟ ଗଣତି ହୋଇଛି । ପୋଷ୍ଟାଲ ବାଲଟ ଗଣତି ଶେଷ ହେବା ପରେ ଇଭିଏମ ଗଣତି ହେବ । ଅପରାହ୍ନ ୫ଟା ସୁଦ୍ଧା ଫଳାଫଳ ଘୋଷଣା ହେବା ନେଇ ସୂଚନା ମିଳିଛି। ତେବେ କିଛି ସମୟ ପରେ ପ୍ରଥମ ରାଉଣ୍ଡର ଫଳାଫଳ ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି।

କାଉଣ୍ଟିଂରେ ପ୍ରତି ଟେବୁଲ ପାଇଁ ଜଣେ ସୁପରଭାଇଜର, ଜଣେ ଆସିଷ୍ଟାଣ୍ଡ ସୁପରଭାଇଜର ଆଉ ଜଣେ ମାଇକ୍ରୋ ଅବଜରଭର ରହିବେ । ଏହାସହ ପ୍ରତି ଟେବୁଲରେ ପ୍ରାର୍ଥୀମାନଙ୍କର ଜଣେ ଲେଖାଏଁ କାଉଣ୍ଟିଙ୍ଗ ଏଜେଣ୍ଟ ମଧ୍ୟ ରହିବେ । ୧୪ଟି ଟେବୁଲ୍ ବ୍ୟତୀତ ରିଟର୍ଣ୍ଣିଂ ଅଫିସରଙ୍କ ପାଇଁ ଏକ ସେଣ୍ଟ୍ରାଲ ଟେବୁଲ ରହିବ । ଧାମନଗର ବ୍ଲକରୁ ଗଣତି ଆରମ୍ଭ ହୋଇ ତିହିଡ଼ି ବ୍ଲକରେ ସରିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର