ମତଦାନ କେନ୍ଦ୍ରକୁ ମୋବାଇଲ ମନା, ଅସନ୍ତୋଷ ବ୍ୟକ୍ତ କଲେ ଭୋଟର

The Sakala Picture
Published On

ଭୁବନେଶ୍ବର: ଆଜି ରାଜ୍ୟରେ ତୃତୀୟ ପର୍ୟ୍ୟାୟ ମତଦାନ ଜାରି ରହିଛି। ତେବେ  ମତଦାନ କେନ୍ଦ୍ରକୁ ମୋବାଇଲ ଓ ସ୍ମାର୍ଟ ୱାଚ ମନାକୁ ନେଇ ଅସନ୍ତୁଷ୍ଟ ହୋଇଛନ୍ତି ଭୋଟର । ଦୀର୍ଘ ସମୟ ଅପେକ୍ଷା ପରେ ବି ଭୋଟ ନ ଦେଇ ଫେରୁଛନ୍ତି । ମୋବାଇଲ ନ ନେବାକୁ ନିୟମ ଲାଗୁ ହୋଇଥିବା ବେଳେ ଅନେକ ଲୋକ ଏକଥା ଜାଣି ନାହାନ୍ତି । ଏପଟେ ମତଦାନ କେନ୍ଦ୍ରରେ ବି ମୋବାଇଲ ରଖିବାକୁ କୌଣସି ବ୍ୟବସ୍ଥା ହୋଇ ନ ଥିବାରୁ […]

ଭୁବନେଶ୍ବର: ଆଜି ରାଜ୍ୟରେ ତୃତୀୟ ପର୍ୟ୍ୟାୟ ମତଦାନ ଜାରି ରହିଛି। ତେବେ  ମତଦାନ କେନ୍ଦ୍ରକୁ ମୋବାଇଲ ଓ ସ୍ମାର୍ଟ ୱାଚ ମନାକୁ ନେଇ ଅସନ୍ତୁଷ୍ଟ ହୋଇଛନ୍ତି ଭୋଟର । ଦୀର୍ଘ ସମୟ ଅପେକ୍ଷା ପରେ ବି ଭୋଟ ନ ଦେଇ ଫେରୁଛନ୍ତି । ମୋବାଇଲ ନ ନେବାକୁ ନିୟମ ଲାଗୁ ହୋଇଥିବା ବେଳେ ଅନେକ ଲୋକ ଏକଥା ଜାଣି ନାହାନ୍ତି । ଏପଟେ ମତଦାନ କେନ୍ଦ୍ରରେ ବି ମୋବାଇଲ ରଖିବାକୁ କୌଣସି ବ୍ୟବସ୍ଥା ହୋଇ ନ ଥିବାରୁ ଭୋଟର ଅସନ୍ତୋଷ ବ୍ୟକ୍ତ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଦୂର ହେବ କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ: ଆସିବ SOP, ଛାତ୍ରଛାତ୍ରୀଙ୍କ ସମସ୍ତ ଫି' ବହନ କରିବେ ସରକାର

ସୂଚନା ଅନୁଯାୟୀ, ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି । ତେବେ ସକାଳ ୯ଟା ସୁଦ୍ଧା ୭.୪୩ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ମିଳିଛି। ଭୋଟ୍ ଦେବା ଲାଗି ସକାଳୁ ସକାଳୁ ବୁଥ ମାନଙ୍କରେ ଭୋଟରମାନେ ଭିଡ଼ ଲଗାଇଛନ୍ତି । ଆଜି ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନପାଇଁ ଭୋଟ ଗ୍ରହଣ ହେଉଛି।

ଆହୁରି ପଢ଼ନ୍ତୁ: ଆସନ୍ତା ୨୦ରୁ ସଂସଦର ମୌସୁମୀ ଅଧିବେଶନ, ଆଜି ସନ୍ଧ୍ୟାରେ ବିଜେଡି ସଂସଦୀୟ ଦଳ ବୈଠକ

25 May 2024 By The Sakala

ମତଦାନ କେନ୍ଦ୍ରକୁ ମୋବାଇଲ ମନା, ଅସନ୍ତୋଷ ବ୍ୟକ୍ତ କଲେ ଭୋଟର

ଭୁବନେଶ୍ବର: ଆଜି ରାଜ୍ୟରେ ତୃତୀୟ ପର୍ୟ୍ୟାୟ ମତଦାନ ଜାରି ରହିଛି। ତେବେ  ମତଦାନ କେନ୍ଦ୍ରକୁ ମୋବାଇଲ ଓ ସ୍ମାର୍ଟ ୱାଚ ମନାକୁ ନେଇ ଅସନ୍ତୁଷ୍ଟ ହୋଇଛନ୍ତି ଭୋଟର । ଦୀର୍ଘ ସମୟ ଅପେକ୍ଷା ପରେ ବି ଭୋଟ ନ ଦେଇ ଫେରୁଛନ୍ତି । ମୋବାଇଲ ନ ନେବାକୁ ନିୟମ ଲାଗୁ ହୋଇଥିବା ବେଳେ ଅନେକ ଲୋକ ଏକଥା ଜାଣି ନାହାନ୍ତି । ଏପଟେ ମତଦାନ କେନ୍ଦ୍ରରେ ବି ମୋବାଇଲ ରଖିବାକୁ କୌଣସି ବ୍ୟବସ୍ଥା ହୋଇ ନ ଥିବାରୁ ଭୋଟର ଅସନ୍ତୋଷ ବ୍ୟକ୍ତ କରିଛନ୍ତି ।

ସୂଚନା ଅନୁଯାୟୀ, ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି । ତେବେ ସକାଳ ୯ଟା ସୁଦ୍ଧା ୭.୪୩ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ମିଳିଛି। ଭୋଟ୍ ଦେବା ଲାଗି ସକାଳୁ ସକାଳୁ ବୁଥ ମାନଙ୍କରେ ଭୋଟରମାନେ ଭିଡ଼ ଲଗାଇଛନ୍ତି । ଆଜି ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନପାଇଁ ଭୋଟ ଗ୍ରହଣ ହେଉଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର