କିଏ ସାଜିବ ଓଡ଼ିଶାର ସ୍ୱର; ରାଜ୍ୟସଭା ନିର୍ବାଚନ ପାଇଁ ଜାରି ରହିଛି ଭୋଟିଂ, ଅପରାହ୍ଣ ୫ଟାରେ ଆସିବ ରେଜଲ୍ଟ

Madhusudan Das Picture
Published On

ଭୁବନେଶ୍ୱର: କିଏ ସାଜିବ ଓଡ଼ିଶାର ସ୍ୱର । କାହାର ହେବ ରାଜ୍ୟସଭା ଆସନ । ରାଜ୍ୟସଭା ନିର୍ବାଚନ ପାଇଁ ଜାରି ରହିଛି ମତଦାନ । ବିଧାନସଭାର ୫୪ ନମ୍ବର ରୁମରେ ଚାଲିଛି ଭୋଟିଂ। ସକାଳ ୯ଟାରୁ ଆରମ୍ଭ ହୋଇଥିବା ମତଦାନ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଚାଲିବ । ଅପହରାହ୍ଣ ୫ଟାରେ ଭୋଟ ଗଣତି ହେବ । ରାଜ୍ୟର ୪ ରାଜ୍ୟସଭା ଆସନ ପାଇଁ ମୈଦାନରେ ଅଛନ୍ତି ୫ ପ୍ରାର୍ଥୀ । ବିଧାୟକଙ୍କ ହାତରେ ମନମୋହନ ସାମଲ, ସୁଜିତ କୁମାର, ସଂତୃପ୍ତ ମିଶ୍ର, ଡାକ୍ତର ଦତ୍ତେଶ୍ୱର ହୋତା ଓ ଦିଲ୍ଲୀପ ରାୟଙ୍କ ଭାଗ୍ୟ । 

ଆହୁରି ପଢ଼ନ୍ତୁ: ସମ୍ବଲପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା; କଣ୍ଟେନର ଧକ୍କାରେ ତିନି ବାଇକ ଆରୋହୀ ମୃତ

୪ ରାଜ୍ୟସଭା ଆସନ ପାଇଁ ବିଜେପିର ଦୁଇ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ କୁମାର ଏବଂ ବିଜେଡି ପ୍ରାର୍ଥୀ ସଂତୃପ୍ତ ମିଶ୍ର । ୪ର୍ଥ ଆସନ ପାଇଁ ବିଜେଡି ଓ କଂଗ୍ରେସର କମନ ପ୍ରାର୍ଥୀ ଡାକ୍ତର ଦତ୍ତେଶ୍ବର ହୋତା ହୋଇଥିବାବେଳେ ସ୍ବାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କୁ ସମର୍ଥନ ଜଣାଇଛି ବିଜେପି । ତେବେ ଚତୁର୍ଥ ଆସନ ପାଇଁ ବିଜେଡି ଓ କଂଗ୍ରେସ ପାଖରେ ୩୩ ଭୋଟ ରହିଥିବାବେଳେ ବିଜେପି ପାଖରେ ରହିଛି  ମାତ୍ର ୨୨ଟି ବଳକା ଭୋଟ । 

ଆହୁରି ପଢ଼ନ୍ତୁ: ବ୍ୟାଙ୍କ୍‌କୁ ଜମା ପାଇଁ ଗଲା ବେଳେ ୨ଟି ବାଇକ୍‌ରେ ଆସି ୨ ଲକ୍ଷ ଝାମ୍ପିନେଲେ ଲୁଟେରା

16 Mar 2026 By Madhusudan Das

କିଏ ସାଜିବ ଓଡ଼ିଶାର ସ୍ୱର; ରାଜ୍ୟସଭା ନିର୍ବାଚନ ପାଇଁ ଜାରି ରହିଛି ଭୋଟିଂ, ଅପରାହ୍ଣ ୫ଟାରେ ଆସିବ ରେଜଲ୍ଟ

ଭୁବନେଶ୍ୱର: କିଏ ସାଜିବ ଓଡ଼ିଶାର ସ୍ୱର । କାହାର ହେବ ରାଜ୍ୟସଭା ଆସନ । ରାଜ୍ୟସଭା ନିର୍ବାଚନ ପାଇଁ ଜାରି ରହିଛି ମତଦାନ । ବିଧାନସଭାର ୫୪ ନମ୍ବର ରୁମରେ ଚାଲିଛି ଭୋଟିଂ। ସକାଳ ୯ଟାରୁ ଆରମ୍ଭ ହୋଇଥିବା ମତଦାନ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଚାଲିବ । ଅପହରାହ୍ଣ ୫ଟାରେ ଭୋଟ ଗଣତି ହେବ । ରାଜ୍ୟର ୪ ରାଜ୍ୟସଭା ଆସନ ପାଇଁ ମୈଦାନରେ ଅଛନ୍ତି ୫ ପ୍ରାର୍ଥୀ । ବିଧାୟକଙ୍କ ହାତରେ ମନମୋହନ ସାମଲ, ସୁଜିତ କୁମାର, ସଂତୃପ୍ତ ମିଶ୍ର, ଡାକ୍ତର ଦତ୍ତେଶ୍ୱର ହୋତା ଓ ଦିଲ୍ଲୀପ ରାୟଙ୍କ ଭାଗ୍ୟ । 

୪ ରାଜ୍ୟସଭା ଆସନ ପାଇଁ ବିଜେପିର ଦୁଇ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ କୁମାର ଏବଂ ବିଜେଡି ପ୍ରାର୍ଥୀ ସଂତୃପ୍ତ ମିଶ୍ର । ୪ର୍ଥ ଆସନ ପାଇଁ ବିଜେଡି ଓ କଂଗ୍ରେସର କମନ ପ୍ରାର୍ଥୀ ଡାକ୍ତର ଦତ୍ତେଶ୍ବର ହୋତା ହୋଇଥିବାବେଳେ ସ୍ବାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କୁ ସମର୍ଥନ ଜଣାଇଛି ବିଜେପି । ତେବେ ଚତୁର୍ଥ ଆସନ ପାଇଁ ବିଜେଡି ଓ କଂଗ୍ରେସ ପାଖରେ ୩୩ ଭୋଟ ରହିଥିବାବେଳେ ବିଜେପି ପାଖରେ ରହିଛି  ମାତ୍ର ୨୨ଟି ବଳକା ଭୋଟ । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର