କୁହୁଡ଼ି ପାଇଁ ୧୦ରୁ ଉର୍ଦ୍ଧ୍ବ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ସାମାନ୍ୟ ଶୀତ କମିଛି ।  ଅସହ୍ୟଜାଡରେ ସାମାନ୍ୟ ସୁଧାର ଆସିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ବଢିବା ସହିତ ଶୀତ କମିଛି  । ହେଲେ  ଆସନ୍ତା‌ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୦ରୁ ଉର୍ଦ୍ଧ୍ବ ଜିଲ୍ଲାକୁ କୁହୁଡ଼ି ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲେ- ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, […]

ଭୁବନେଶ୍ବର: ସାମାନ୍ୟ ଶୀତ କମିଛି ।  ଅସହ୍ୟଜାଡରେ ସାମାନ୍ୟ ସୁଧାର ଆସିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ବଢିବା ସହିତ ଶୀତ କମିଛି  । ହେଲେ  ଆସନ୍ତା‌ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୦ରୁ ଉର୍ଦ୍ଧ୍ବ ଜିଲ୍ଲାକୁ କୁହୁଡ଼ି ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: କାଠଯୋଡ଼ି ନଦୀରୁ ମେଡିକାଲ ଛାତ୍ରୀ ମୃତଦେହ ଉଦ୍ଧାର ଘଟଣା: ବାରଙ୍ଗ ଥାନାରେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କ ବିରୋଧରେ ଅଭିଯୋଗ

ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲେ- ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି,ମୟୁରଭଞ୍ଜ ଓ କୋରାପୁଟ ରହିଛି। ଏଥିସହିତ ଅଭ୍ୟାନ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆହୁରି ପଢ଼ନ୍ତୁ: ବଲାଙ୍ଗୀରରେ ପୋଖରୀ ପୁନରୁଦ୍ଧାର କାମକୁ ନେଇ ବିଜେଡି-କଂଗ୍ରେସ ମୁହାମୁହିଁ

ଏତଦ ବ୍ୟତୀତ ଡିସେମ୍ବର ୨୭ରୁ ୨୮ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଆଦି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ଆଶଙ୍କା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ।

ଆହୁରି ପଢ଼ନ୍ତୁ: ବରମୁଣ୍ଡା ବସ ଟର୍ମିନାଲରେ ଅପହରଣ ଉଦ୍ୟମ ପଣ୍ଡ: ଏନଜିଓ କର୍ମୀଙ୍କ କବଳରୁ ଉଦ୍ଧାର ହେଲେ ନାବାଳିକାଙ୍କ ସମେତ ୩ ମହିଳା

26 Dec 2021 By The Sakala

କୁହୁଡ଼ି ପାଇଁ ୧୦ରୁ ଉର୍ଦ୍ଧ୍ବ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ସାମାନ୍ୟ ଶୀତ କମିଛି ।  ଅସହ୍ୟଜାଡରେ ସାମାନ୍ୟ ସୁଧାର ଆସିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ବଢିବା ସହିତ ଶୀତ କମିଛି  । ହେଲେ  ଆସନ୍ତା‌ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୦ରୁ ଉର୍ଦ୍ଧ୍ବ ଜିଲ୍ଲାକୁ କୁହୁଡ଼ି ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲେ- ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି,ମୟୁରଭଞ୍ଜ ଓ କୋରାପୁଟ ରହିଛି। ଏଥିସହିତ ଅଭ୍ୟାନ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଏତଦ ବ୍ୟତୀତ ଡିସେମ୍ବର ୨୭ରୁ ୨୮ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଆଦି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ଆଶଙ୍କା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର