ବିପଦ ସଙ୍କେତ ଉପରେ ବୈତରଣୀ, ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବଢୁଛି ଜଳସ୍ତର

The Sakala Picture
Published On

ଭଦ୍ରକ: ବିପଦ ସଙ୍କେତ ଉପରେ ବୈତରଣୀ । ଆଖୁଆପଦା ନିକଟରେ ବିପଦ ସଙ୍କେତ ଉପରେ ଜଳସ୍ତର ପ୍ରବାହିତ ହେଉଛି । ଆଖୁଆପଦାଠାରେ ବୈତରଣୀର ବିପଦ ସଂକେତ ୧୭.୮୩ ମିଟର ଥିବା ବେଳେ ଏବେ ଜଳସ୍ତର ୧୭.୮୮ ମିଟର ରହିଛି। ଦୁଇ ଦିନ ଧରି ବର୍ଷା ଲାଗି ରହିଥିବାରୁ ଫୁଲୁଛି ବୈତରଣୀ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବୈତରଣୀ ନଦୀର ଜଳସ୍ତର ବଢୁଥିବା ସୂଚନା ମିଳିଛି । ବୈତରଣୀରେ ଦ୍ବିତୀୟ ବନ୍ୟା ଆସିଲେ ଯାଜପୁର ଜିଲ୍ଲାର ଦଶରଥପୁର […]

ଭଦ୍ରକ: ବିପଦ ସଙ୍କେତ ଉପରେ ବୈତରଣୀ । ଆଖୁଆପଦା ନିକଟରେ ବିପଦ ସଙ୍କେତ ଉପରେ ଜଳସ୍ତର ପ୍ରବାହିତ ହେଉଛି । ଆଖୁଆପଦାଠାରେ ବୈତରଣୀର ବିପଦ ସଂକେତ ୧୭.୮୩ ମିଟର ଥିବା ବେଳେ ଏବେ ଜଳସ୍ତର ୧୭.୮୮ ମିଟର ରହିଛି। ଦୁଇ ଦିନ ଧରି ବର୍ଷା ଲାଗି ରହିଥିବାରୁ ଫୁଲୁଛି ବୈତରଣୀ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବୈତରଣୀ ନଦୀର ଜଳସ୍ତର ବଢୁଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

ବୈତରଣୀରେ ଦ୍ବିତୀୟ ବନ୍ୟା ଆସିଲେ ଯାଜପୁର ଜିଲ୍ଲାର ଦଶରଥପୁର ପ୍ରତି ବିପଦ ଆଣିବ। ବିଶେଷ କରି ଗତ ୧୦ ଦିନ ମଧ୍ୟରେ ବୈତରଣୀ ନଦୀବନ୍ଧର ଦୁଇଟି ସ୍ଥାନରେ ଧସିଯାଇଛି। ଅଧିକ ବର୍ଷା ହେଲେ ନଦୀବନ୍ଧର ବଳକା ଅଂଶ ଧସିଯାଇ ଜନବସତିକୁ ବନ୍ୟାପାଣି ମାଡ଼ିଯିବାର ଆଶଙ୍କା ରହିଛି।

ଆହୁରି ପଢ଼ନ୍ତୁ: ଟାଇଁ ଟାଇଁ ଖରାରେ ହନ୍ତସନ୍ତ ରାଜଧାନୀବାସୀ, ଅପରାହ୍ନ ୨ଟା ସୁଦ୍ଧା ୪୨ ଡିଗ୍ରୀ ଛୁଇଁଲା ତାପମାତ୍ରା

19 Aug 2023 By The Sakala

ବିପଦ ସଙ୍କେତ ଉପରେ ବୈତରଣୀ, ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବଢୁଛି ଜଳସ୍ତର

ଭଦ୍ରକ: ବିପଦ ସଙ୍କେତ ଉପରେ ବୈତରଣୀ । ଆଖୁଆପଦା ନିକଟରେ ବିପଦ ସଙ୍କେତ ଉପରେ ଜଳସ୍ତର ପ୍ରବାହିତ ହେଉଛି । ଆଖୁଆପଦାଠାରେ ବୈତରଣୀର ବିପଦ ସଂକେତ ୧୭.୮୩ ମିଟର ଥିବା ବେଳେ ଏବେ ଜଳସ୍ତର ୧୭.୮୮ ମିଟର ରହିଛି। ଦୁଇ ଦିନ ଧରି ବର୍ଷା ଲାଗି ରହିଥିବାରୁ ଫୁଲୁଛି ବୈତରଣୀ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବୈତରଣୀ ନଦୀର ଜଳସ୍ତର ବଢୁଥିବା ସୂଚନା ମିଳିଛି ।

ବୈତରଣୀରେ ଦ୍ବିତୀୟ ବନ୍ୟା ଆସିଲେ ଯାଜପୁର ଜିଲ୍ଲାର ଦଶରଥପୁର ପ୍ରତି ବିପଦ ଆଣିବ। ବିଶେଷ କରି ଗତ ୧୦ ଦିନ ମଧ୍ୟରେ ବୈତରଣୀ ନଦୀବନ୍ଧର ଦୁଇଟି ସ୍ଥାନରେ ଧସିଯାଇଛି। ଅଧିକ ବର୍ଷା ହେଲେ ନଦୀବନ୍ଧର ବଳକା ଅଂଶ ଧସିଯାଇ ଜନବସତିକୁ ବନ୍ୟାପାଣି ମାଡ଼ିଯିବାର ଆଶଙ୍କା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର