ବାତ୍ୟା ନେଇ ସ୍ପଷ୍ଟ କଲା ପାଣିପାଗ ବିଭାଗ, ଜରୁରୀ ବୈଠକ ଡାକିଲେ ସରକାର

The Sakala Picture
Published On

ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବ ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି । ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ […]

ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବ ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି । ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତ ରେ ପରିଣତ ହେବାର ସମ୍ଭାବନା ରହିଛି । ଏଥି ସହ ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ।ତେବେ ବାତ୍ୟା ହେଲେ ତାହା କେଉଁଠି ଲ୍ୟାଣ୍ଡଫଲ୍‌ କରିବ, ସେ ସମୟରେ ପବନର ବେଗ କେତେ ରହିବ ଏନେଇ କିଛି ସ୍ପଷ୍ଟ ସୂଚନା ମିଳିପାରିନି।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଗତକାଲିର ଘୂର୍ଣ୍ଣିବଳୟ ଆଜି ସକାଳ ସାଢ଼େ ୮ଟାରେ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତ ରେ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାତ୍ୟାର ରୂପ ନେବ ବୋଲି ଜଣାଯାଇଛି।

ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟଗତକାଲି ତୁଳନାରେ ଅଧିକ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ୨୦ ତାରିଖ ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ପାଣିପାଗ ବିଜ୍ଞାନୀଙ୍କ ମତରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ଅଧିକ ଘନୀଭୂତ ହେବ ଓ ୨୦ ତାରିଖ ଆଡ଼କୁ ଏକ ଲଘୁଚାପର ରୂପ ନେବ। ପରବର୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ବାତ୍ୟାର ପ୍ରଭାବ କେତେ ରହିବ ଓ ଏହା କେତେ ଶକ୍ତିଶାଳୀ ହେବ ସେ ନେଇ ସଠିକ୍‌ ଆକଳନ ହୋଇନଥିଲେ ମଧ୍ୟ ଚଳିତ ବର୍ଷ ଦୀପାବଳି ବର୍ଷାରେ ଭିଜିବ ବୋଲି ଏକ ପ୍ରକ‌ା‌ର ସ୍ପଷ୍ଟ ହୋଇଯାଇଛି। ଆସନ୍ତା ୨୪ରୁ ୨୬ ତାରିଖ ଯାଏ ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ହେବ।

ସମ୍ଭାବ୍ୟ ବାତ୍ୟାକୁ ନେଇ ଆଜି ଅପରାହ୍ନ ୪ଟାରେ ଜରୁରୀ ବୈଠକ

ସମ୍ଭାବ୍ୟ ବାତ୍ୟାକୁ ନେଇ ଅପରାହ୍ଣରେ ବୈଠକ ବସିବ । ଅପରାହ୍ଣ ୪ଟାରେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ଦାୟିତ୍ୱରେ ଥିବା ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ପୂର୍ବ ପ୍ରସ୍ତୁତି ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ।ବାତ୍ୟା ମୁକାବିଲା ପ୍ରସ୍ତୁତି ନେଇ ବୈଠକରେ ଆଲୋଚନା ହେବ।

18 Oct 2022 By The Sakala

https://www.thesakala.in/latest-odisha-news/weather-department-clarified-about-the-storm-the-government-called-an-emergency-meeting/article-15834
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର