ଆସନ୍ତା ୨୪ ଘଣ୍ଟାରେ ରାଜ୍ଯର ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡଘଡି ସମ୍ଭାବନା
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ଘଡଘଡି ସମ୍ଭାବନା ରହିଛି। ନୂଆପଡ଼ା, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଆଦି ଜିଲ୍ଲାରେ ବର୍ଷା ଓ ବଜ୍ରପାତର ପୂର୍ବାନୁମାନ କରଛି ଭାରତୀୟ ପାଣିପାଗ ବିଭାଗ। ସେହିପରି ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିବାବେଳେ ଭୁବନେଶ୍ୱରରେ ତାପମାତ୍ରା ୩୮.୯ ସେଲସିୟସ ରହିଥିଲା।
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ଘଡଘଡି ସମ୍ଭାବନା ରହିଛି। ନୂଆପଡ଼ା, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଆଦି ଜିଲ୍ଲାରେ ବର୍ଷା ଓ ବଜ୍ରପାତର ପୂର୍ବାନୁମାନ କରଛି ଭାରତୀୟ ପାଣିପାଗ ବିଭାଗ।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ରଶ୍ମିତା କହିଲେ ସ୍ୱାମୀ ସୁଧୀର ପାତ୍ରଙ୍କ ହତ୍ୟାର କାହାଣୀ, 'ଶାନ୍ତିରେ ବଞ୍ଚିବାକୁ ଦେବୁନି କହିଥିଲେ ବଡ଼ ଯା'
ସେହିପରି ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିବାବେଳେ ଭୁବନେଶ୍ୱରରେ ତାପମାତ୍ରା ୩୮.୯ ସେଲସିୟସ ରହିଥିଲା।
21 Mar 2021
By The Sakala
ଆସନ୍ତା ୨୪ ଘଣ୍ଟାରେ ରାଜ୍ଯର ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡଘଡି ସମ୍ଭାବନା
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ଘଡଘଡି ସମ୍ଭାବନା ରହିଛି। ନୂଆପଡ଼ା, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଆଦି ଜିଲ୍ଲାରେ ବର୍ଷା ଓ ବଜ୍ରପାତର ପୂର୍ବାନୁମାନ କରଛି ଭାରତୀୟ ପାଣିପାଗ ବିଭାଗ।

ସେହିପରି ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଥିବାବେଳେ ଭୁବନେଶ୍ୱରରେ ତାପମାତ୍ରା ୩୮.୯ ସେଲସିୟସ ରହିଥିଲା।
⊕ https://www.thesakala.in/latest-odisha-news/weather-update-2/article-882