ଛତିଶଗଡ଼ ମୁହାଁ ଲଘୁଚାପ: ରାଜ୍ଯରେ ବିଭିନ୍ନ ଜିଲ୍ଲାକୁ ରେଡ୍ ଓ ଅରେଞ୍ଜ ଆଲର୍ଟ ଜାରି

The Sakala Picture
Published On

ଭୁବନେଶ୍ୱର: ଧିରେ ଧିରେ ଦୁର୍ବଳ ହୋଇ ଛତିଶଗଡ଼ ମୁହାଁ ଗତି କରୁଛି ଲଘୁଚାପ । ପ୍ରଭାବରେ ଆଜି ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ଢେଙ୍କାନାଳ, ଝାରସୁଗୁଡା ଏବଂ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏଥିପାଇଁ ଏସବୁ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି । ବଲାଙ୍ଗୀର, ସୁନ୍ଦରଗଡ, ବୌଦ୍ଧ, କେନ୍ଦୁଝର, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ କଟକରେ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି […]

ଭୁବନେଶ୍ୱର: ଧିରେ ଧିରେ ଦୁର୍ବଳ ହୋଇ ଛତିଶଗଡ଼ ମୁହାଁ ଗତି କରୁଛି ଲଘୁଚାପ । ପ୍ରଭାବରେ ଆଜି ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ଢେଙ୍କାନାଳ, ଝାରସୁଗୁଡା ଏବଂ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏଥିପାଇଁ ଏସବୁ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ କାଳବୈଶାଖୀ ଆଶଙ୍କା: ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ବଲାଙ୍ଗୀର, ସୁନ୍ଦରଗଡ, ବୌଦ୍ଧ, କେନ୍ଦୁଝର, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ କଟକରେ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: କ୍ୟାବିନେଟ୍ ବୈଠକରେ ୧୧ ପ୍ରସ୍ତାବ ଉପରେ ବାଜିଲା ମୋହର, ୩୪୦୦ କୋଟିର ଅଟଳ ବସଷ୍ଟାଣ୍ଡ ଯୋଜନାକୁ ମଞ୍ଜୁରୀ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଛତିଶଗଡ ଏବଂ ମଧ୍ୟପ୍ରଦେଶକୁ ମୁହାଁଇବ ଲଘୁଚାପ । ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ସହ ଉଚ୍ଚ ଜୁଆର ପାଇଁ ବନ୍ଦର ଗୁଡିକରେ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ଆଜି ମତ୍ସଜୀବୀଙ୍କୁ ସମୁଦ୍ର ମନା କରାଯାଇଛି। ସେପଟେ ପୁଣି ୧୭ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ କହିଛି।

ଆହୁରି ପଢ଼ନ୍ତୁ: ଚଡକ ମେଳା ହେଲା କାଳ, ପୂଜା କରିବାବେଳେ ଖଜୁରୀ ଗଛରୁ ପଡ଼ି ଯୁବକ ମୃତ

14 Sep 2021 By The Sakala

ଛତିଶଗଡ଼ ମୁହାଁ ଲଘୁଚାପ: ରାଜ୍ଯରେ ବିଭିନ୍ନ ଜିଲ୍ଲାକୁ ରେଡ୍ ଓ ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର: ଧିରେ ଧିରେ ଦୁର୍ବଳ ହୋଇ ଛତିଶଗଡ଼ ମୁହାଁ ଗତି କରୁଛି ଲଘୁଚାପ । ପ୍ରଭାବରେ ଆଜି ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ଢେଙ୍କାନାଳ, ଝାରସୁଗୁଡା ଏବଂ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏଥିପାଇଁ ଏସବୁ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି ।

ବଲାଙ୍ଗୀର, ସୁନ୍ଦରଗଡ, ବୌଦ୍ଧ, କେନ୍ଦୁଝର, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ କଟକରେ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଛତିଶଗଡ ଏବଂ ମଧ୍ୟପ୍ରଦେଶକୁ ମୁହାଁଇବ ଲଘୁଚାପ । ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ସହ ଉଚ୍ଚ ଜୁଆର ପାଇଁ ବନ୍ଦର ଗୁଡିକରେ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ଆଜି ମତ୍ସଜୀବୀଙ୍କୁ ସମୁଦ୍ର ମନା କରାଯାଇଛି। ସେପଟେ ପୁଣି ୧୭ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ କହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର