ଆସନ୍ତା ୫ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ କାଳବୈଶାଖୀ ଓ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି
ଆସନ୍ତା ୫ ଦିନ ପାଇଁ ଓଡିଶାର ପାଣିପାଗ କିପରି ରହିବ ସେ ବିଷୟରେ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ସୂଚନା ଅନୁସାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାକୁ କାଳବୈଶାଖୀ ସମ୍ଭାବନା ରହିଛି । ଏଥିପାଇଁ ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଧା ଓ ମୟୁରଭଞ୍ଜ ରହିଛି । ସେହିପରି […]
ଆସନ୍ତା ୫ ଦିନ ପାଇଁ ଓଡିଶାର ପାଣିପାଗ କିପରି ରହିବ ସେ ବିଷୟରେ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ସୂଚନା ଅନୁସାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାକୁ କାଳବୈଶାଖୀ ସମ୍ଭାବନା ରହିଛି । ଏଥିପାଇଁ ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଧା ଓ ମୟୁରଭଞ୍ଜ ରହିଛି । ସେହିପରି ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।
ଏଥିସହିତ ରାଜ୍ୟର କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଆଦି ଜିଲ୍ଲାରେ ୩୦ରୁ ୩୧ ତାରିଖ ମଧ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।
ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍— Meteorological Centre, Bhubaneswar (@mcbbsr) May 29, 2021
ସେହିପରି ୧ରୁ ୨ ତାରିଖ ମଧ୍ୟରେ ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼, ସମ୍ବଲପୁର, ଅନୁଗୁଳ ଓ ଝାରସୁଗୁଡ଼ା ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିସହିତ ନବରଙ୍ଗପୁର, କଳାହାଣ୍ଡି ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଅଛି । ସେଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତା ୫ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ କାଳବୈଶାଖୀ ଓ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି
ଆସନ୍ତା ୫ ଦିନ ପାଇଁ ଓଡିଶାର ପାଣିପାଗ କିପରି ରହିବ ସେ ବିଷୟରେ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ସୂଚନା ଅନୁସାରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାକୁ କାଳବୈଶାଖୀ ସମ୍ଭାବନା ରହିଛି । ଏଥିପାଇଁ ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଧା ଓ ମୟୁରଭଞ୍ଜ ରହିଛି । ସେହିପରି ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।
ଏଥିସହିତ ରାଜ୍ୟର କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଆଦି ଜିଲ୍ଲାରେ ୩୦ରୁ ୩୧ ତାରିଖ ମଧ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।
— Meteorological Centre, Bhubaneswar (@mcbbsr) May 29, 2021