ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୩ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ୪ ଗୋଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଜାରି କରିଛି । ସତର୍କ ସୂଚନା ଜାରି କରାଯାଇଥିବା ୪ଜିଲା ଗୁଡିକ ହେଲେ ଦକ୍ଷିଣ ଓଡ଼ିଶାର କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ରାୟଗଡ଼ା। ପାଗକୁ ଦେଖି ଲୋକ ଘରୁ ବାହାରିବା ସହ ବଜ୍ରପାତ ବେଳେ ସୁରକ୍ଷିତ ସ୍ଥାନରେ ରହିବା ନେଇ ସୂଚନା ଦିଆଯାଇଛି ।
ବର୍ଷା ଓ ବଜ୍ରପାତ ନେଇ ୪ ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୩ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ୪ ଗୋଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଜାରି କରିଛି । ସତର୍କ ସୂଚନା ଜାରି କରାଯାଇଥିବା ୪ଜିଲା ଗୁଡିକ ହେଲେ ଦକ୍ଷିଣ ଓଡ଼ିଶାର କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ରାୟଗଡ଼ା। ପାଗକୁ ଦେଖି ଲୋକ ଘରୁ ବାହାରିବା ସହ ବଜ୍ରପାତ ବେଳେ ସୁରକ୍ଷିତ ସ୍ଥାନରେ ରହିବା ନେଇ ସୂଚନା ଦିଆଯାଇଛି । […]