ସକ୍ରିୟ ହେଲା ମୌସୁମୀ ବାୟୁ: ୨୭ରୁ ଜୁନ୍ ୩ ମଧ୍ୟରେ କେରଳରେ ପହଞ୍ଚିବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

The Sakala Picture
Published On

ଭୁବନେଶ୍ୱର: ସକ୍ରିୟ ହେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ବଙ୍ଗୋପସାଗରରେ ମୌସୁମୀ ବାୟୁ ସକ୍ରିୟ ହୋଇଛି । ଦକ୍ଷିଣ ଆଣ୍ଡାମାନ୍ ଏବଂ ନିକୋବର ଦ୍ୱୀପରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି । ୪୮ ଘଣ୍ଟାରେ ଆହୁରି ଅଗ୍ରସର ହେବ । ଦକ୍ଷିଣପୂର୍ବ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରିବ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୩୧ ତାରିଖରେ କେରଳ ଛୁଇଁବା ସମ୍ଭାବନା ରହିଛି । ୨୭ରୁ ଜୁନ୍ ୩ […]

ଭୁବନେଶ୍ୱର: ସକ୍ରିୟ ହେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ବଙ୍ଗୋପସାଗରରେ ମୌସୁମୀ ବାୟୁ ସକ୍ରିୟ ହୋଇଛି । ଦକ୍ଷିଣ ଆଣ୍ଡାମାନ୍ ଏବଂ ନିକୋବର ଦ୍ୱୀପରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି । ୪୮ ଘଣ୍ଟାରେ ଆହୁରି ଅଗ୍ରସର ହେବ । ଦକ୍ଷିଣପୂର୍ବ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରିବ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୩୧ ତାରିଖରେ କେରଳ ଛୁଇଁବା ସମ୍ଭାବନା ରହିଛି । ୨୭ରୁ ଜୁନ୍ ୩ ତାରିଖ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ଭାବେ କେରଳରେ ପହଞ୍ଚିବ । ଏନେଇ ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

21 May 2021 By The Sakala

ସକ୍ରିୟ ହେଲା ମୌସୁମୀ ବାୟୁ: ୨୭ରୁ ଜୁନ୍ ୩ ମଧ୍ୟରେ କେରଳରେ ପହଞ୍ଚିବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର: ସକ୍ରିୟ ହେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ବଙ୍ଗୋପସାଗରରେ ମୌସୁମୀ ବାୟୁ ସକ୍ରିୟ ହୋଇଛି । ଦକ୍ଷିଣ ଆଣ୍ଡାମାନ୍ ଏବଂ ନିକୋବର ଦ୍ୱୀପରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି । ୪୮ ଘଣ୍ଟାରେ ଆହୁରି ଅଗ୍ରସର ହେବ । ଦକ୍ଷିଣପୂର୍ବ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରିବ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୩୧ ତାରିଖରେ କେରଳ ଛୁଇଁବା ସମ୍ଭାବନା ରହିଛି । ୨୭ରୁ ଜୁନ୍ ୩ ତାରିଖ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ଭାବେ କେରଳରେ ପହଞ୍ଚିବ । ଏନେଇ ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର