ଆଜିଠୁ ରାଜ୍ୟରେ କମିବ ବର୍ଷାର ପ୍ରଭାବ, ଆଗାମୀ ୩ରୁ ୪ଦିନ ପାଗ ରହିବ ଶୁଖିଲା

The Sakala Picture
Published On

ଭୁବନେଶ୍ୱର: ସକ୍ରିୟ ଲଘୁଚାପ କ୍ଷେତ୍ର ଧୀରେ ଧୀରେ ଛତିଶଗଡ଼ ମୁହାଁ ହେଉଥିବାରୁ ଆଜିଠୁ ରାଜ୍ୟରେ ବର୍ଷାର ପ୍ରଭାବ କମିବାର ସମ୍ଭାବନା ରହିଛି। ଆଗାମୀ ୪ ରୁ ୫ ଦିନ ଯାଏଁ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ର ଅନୁଯାୟୀ ଆସନ୍ତା ୨୩ ତାରିଖ ବେଳକୁ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ଝଡ଼ବର୍ଷାର ସମ୍ଭବନା ରହିଛି। ସେହପରି ୨ରୁ ୩ ଜିଲ୍ଲାରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। […]

ଭୁବନେଶ୍ୱର: ସକ୍ରିୟ ଲଘୁଚାପ କ୍ଷେତ୍ର ଧୀରେ ଧୀରେ ଛତିଶଗଡ଼ ମୁହାଁ ହେଉଥିବାରୁ ଆଜିଠୁ ରାଜ୍ୟରେ ବର୍ଷାର ପ୍ରଭାବ କମିବାର ସମ୍ଭାବନା ରହିଛି। ଆଗାମୀ ୪ ରୁ ୫ ଦିନ ଯାଏଁ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ର ଅନୁଯାୟୀ ଆସନ୍ତା ୨୩ ତାରିଖ ବେଳକୁ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ଝଡ଼ବର୍ଷାର ସମ୍ଭବନା ରହିଛି। ସେହପରି ୨ରୁ ୩ ଜିଲ୍ଲାରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଏହାପରେ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆକଳନ କରାଯାଉଛି। ଏହାଦ୍ୱାରା ବର୍ଷାର ପ୍ରକୋପ ବଢ଼଼ିବା ନେଇ ପଣିପାଗ ବିଜ୍ଞାନୀମାନେ ଆକଳନ କରିଛନ୍ତି।

ଆହୁରି ପଢ଼ନ୍ତୁ: ଶୌଚ ହେବାକୁ ଯାଉଥିବା ବେଳେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ପୋଷାକ ଚିରି ଭିଡିଓ ଭାଇରାଲ କରିବାକୁ ଧମକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp