ଏବର୍ଷ ଦେଶରେ ସ୍ୱାଭାବିକ ରହିବ ମୌସୁମୀ ବର୍ଷା, ଜୁନରେ ଓଡ଼ିଶାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ସମ୍ଭାବନା

The Sakala Picture
Published On

ନୂଆଦିଲ୍ଲୀ: ଦେଶରେ ଚାଷୀକୂଳ ପାଇଁ ଖୁସି ଖବର । ଏବର୍ଷ ଦେଶରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ବର୍ଷା ସ୍ୱାଭାବିକ ରହିବ । ଜୁନରୁ ସେପ୍ଟେମ୍ୱର ଲଙ୍ଗ ଟର୍ମ ଆଭରେଜରେ ୧୦୧ପ୍ରତିଶତ ବୃଷ୍ଟିପାତ ହୋଇପାରେ । ଏହି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ୯୬ରୁ ୧୦୪ ପ୍ରତିଶତ ବର୍ଷାକୁ ସ୍ୱାଭାବିକ ବର୍ଷା ବୋଲି ଆକଳନ କରାଯାଏ । କେନ୍ଦ୍ରୀୟ ଭାରତରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ। #2nd Stage LRF #Monsoon2021 #monsoon pic.twitter.com/rOv3UVMKu5 […]

ନୂଆଦିଲ୍ଲୀ: ଦେଶରେ ଚାଷୀକୂଳ ପାଇଁ ଖୁସି ଖବର । ଏବର୍ଷ ଦେଶରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ବର୍ଷା ସ୍ୱାଭାବିକ ରହିବ । ଜୁନରୁ ସେପ୍ଟେମ୍ୱର ଲଙ୍ଗ ଟର୍ମ ଆଭରେଜରେ ୧୦୧ପ୍ରତିଶତ ବୃଷ୍ଟିପାତ ହୋଇପାରେ । ଏହି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ୯୬ରୁ ୧୦୪ ପ୍ରତିଶତ ବର୍ଷାକୁ ସ୍ୱାଭାବିକ ବର୍ଷା ବୋଲି ଆକଳନ କରାଯାଏ । କେନ୍ଦ୍ରୀୟ ଭାରତରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

ଉତ୍ତର ଓ ଦକ୍ଷିଣ ଭାରତରେ ସ୍ୱାଭାବିକ ରହିବ ମୌସୁମୀ ବର୍ଷା । ଉତ୍ତର-ପୂର୍ବ ଭାରତରେ ସ୍ୱାଭାବିକଠାରୁ କମ୍ ମୌସୁମୀ ବର୍ଷା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । କେନ୍ଦ୍ରୀୟ ଭାରତରେ ଯାଉଛି ଓଡ଼ିଶା । ତେଣୁ ଜୁନରେ ଓଡ଼ିଶାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇପାରେ । ଯାହାକି ଚାଷୀକୂଳ ପାଇଁ ଏକ ଆଶ୍ୱସ୍ତିକର ଖବର । ଆସନ୍ତା ୩ ତାରିଖରେ କେରଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏବର୍ଷ ଦୁଇ ଦିନ ବିଳମ୍ବରେ ପହଞ୍ଚିବ ମୌସୁମୀ ବାୟୁ ।

01 Jun 2021 By The Sakala

ଏବର୍ଷ ଦେଶରେ ସ୍ୱାଭାବିକ ରହିବ ମୌସୁମୀ ବର୍ଷା, ଜୁନରେ ଓଡ଼ିଶାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ: ଦେଶରେ ଚାଷୀକୂଳ ପାଇଁ ଖୁସି ଖବର । ଏବର୍ଷ ଦେଶରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ବର୍ଷା ସ୍ୱାଭାବିକ ରହିବ । ଜୁନରୁ ସେପ୍ଟେମ୍ୱର ଲଙ୍ଗ ଟର୍ମ ଆଭରେଜରେ ୧୦୧ପ୍ରତିଶତ ବୃଷ୍ଟିପାତ ହୋଇପାରେ । ଏହି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ୯୬ରୁ ୧୦୪ ପ୍ରତିଶତ ବର୍ଷାକୁ ସ୍ୱାଭାବିକ ବର୍ଷା ବୋଲି ଆକଳନ କରାଯାଏ । କେନ୍ଦ୍ରୀୟ ଭାରତରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ।

ଉତ୍ତର ଓ ଦକ୍ଷିଣ ଭାରତରେ ସ୍ୱାଭାବିକ ରହିବ ମୌସୁମୀ ବର୍ଷା । ଉତ୍ତର-ପୂର୍ବ ଭାରତରେ ସ୍ୱାଭାବିକଠାରୁ କମ୍ ମୌସୁମୀ ବର୍ଷା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । କେନ୍ଦ୍ରୀୟ ଭାରତରେ ଯାଉଛି ଓଡ଼ିଶା । ତେଣୁ ଜୁନରେ ଓଡ଼ିଶାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇପାରେ । ଯାହାକି ଚାଷୀକୂଳ ପାଇଁ ଏକ ଆଶ୍ୱସ୍ତିକର ଖବର । ଆସନ୍ତା ୩ ତାରିଖରେ କେରଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏବର୍ଷ ଦୁଇ ଦିନ ବିଳମ୍ବରେ ପହଞ୍ଚିବ ମୌସୁମୀ ବାୟୁ ।

https://www.thesakala.in/latest-odisha-news/weather-update-rain-more-than-normal/article-2567
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର