ରଜରେ କଲବଲ କରିବ ଗରମ ଓ ଗୁଳୁଗୁଳି

The Sakala Picture
Published On

ଭୁବନେଳଶ୍ବର: ରଜରେ କଲବଲ କରିବ ଗରମ ଓ ଗୁଳୁଗୁଳି। ୧୪, ୧୫ ଓ ୧୬ ତାରିଖ ରଜ ତିନିଦିନ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ହୋଇପାରେ। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏହି ସୂଚନା ଦେଇଛନ୍ତି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି, କୋରାପୁଟରେ ପ୍ରବେଶ କରିଥିଲେ ମଧ୍ୟ ମୌସୁମୀ ଅଗ୍ରସର ହେଉନି। ଅନ୍ୟ ଅଞ୍ଚଳକୁ ୩ରୁ ୪ ଦିନରେ ଅଗ୍ରସର ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ […]

ଭୁବନେଳଶ୍ବର: ରଜରେ କଲବଲ କରିବ ଗରମ ଓ ଗୁଳୁଗୁଳି। ୧୪, ୧୫ ଓ ୧୬ ତାରିଖ ରଜ ତିନିଦିନ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ହୋଇପାରେ। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏହି ସୂଚନା ଦେଇଛନ୍ତି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି, କୋରାପୁଟରେ ପ୍ରବେଶ କରିଥିଲେ ମଧ୍ୟ ମୌସୁମୀ ଅଗ୍ରସର ହେଉନି। ଅନ୍ୟ ଅଞ୍ଚଳକୁ ୩ରୁ ୪ ଦିନରେ ଅଗ୍ରସର ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

ତେବେ ଆଗାମୀ ୫ ଦିନ ଯାଏଁ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁରକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

13 Jun 2024 By The Sakala

ରଜରେ କଲବଲ କରିବ ଗରମ ଓ ଗୁଳୁଗୁଳି

ଭୁବନେଳଶ୍ବର: ରଜରେ କଲବଲ କରିବ ଗରମ ଓ ଗୁଳୁଗୁଳି। ୧୪, ୧୫ ଓ ୧୬ ତାରିଖ ରଜ ତିନିଦିନ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ହୋଇପାରେ। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏହି ସୂଚନା ଦେଇଛନ୍ତି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି, କୋରାପୁଟରେ ପ୍ରବେଶ କରିଥିଲେ ମଧ୍ୟ ମୌସୁମୀ ଅଗ୍ରସର ହେଉନି। ଅନ୍ୟ ଅଞ୍ଚଳକୁ ୩ରୁ ୪ ଦିନରେ ଅଗ୍ରସର ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ତେବେ ଆଗାମୀ ୫ ଦିନ ଯାଏଁ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁରକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର