ରାଜ୍ୟରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।  ୧୫ ଜିଲ୍ଲାକୁ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ପବନ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ବହିବାର ଆଶଙ୍କା ରହିଛି । କାଳବୈଶାଖୀ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି। ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା- […]

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।  ୧୫ ଜିଲ୍ଲାକୁ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ପବନ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ବହିବାର ଆଶଙ୍କା ରହିଛି । କାଳବୈଶାଖୀ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: କାଠଯୋଡି ନଦୀରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ

ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା- ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଭଦ୍ରକ, କଟକ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଳାହାଣ୍ଡି ଏବଂ ପୁରୀ ଜିଲ୍ଲାକୁ ସତର୍କ କରାଯାଇଛି ।

ଆହୁରି ପଢ଼ନ୍ତୁ: ପୁରୀ କୃଷ୍ଣପ୍ରସାଦରେ ଅଭାବନୀୟ ଘଟଣା: ବଜ୍ରାଘାତରେ ୯ ଗାଈ ମୃତ, ୧୧ ଆହତ

11 May 2021 By The Sakala

ରାଜ୍ୟରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।  ୧୫ ଜିଲ୍ଲାକୁ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ପବନ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ବହିବାର ଆଶଙ୍କା ରହିଛି । କାଳବୈଶାଖୀ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି।

ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା- ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଭଦ୍ରକ, କଟକ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଳାହାଣ୍ଡି ଏବଂ ପୁରୀ ଜିଲ୍ଲାକୁ ସତର୍କ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର