ରାଜ୍ୟରେ ବର୍ଷା ଓ ବଜ୍ରପାତ ନେଇ ୧୮ ଜିଲ୍ଲାକୁ ସତର୍କ ସୂଚନା ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୮  ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି । ତେବେ ଏଥିରେ ପ୍ରଭାବିତ ହେବାକୁ ଥିବା ୧୮ ଜିଲ୍ଲାଗୁଡ଼ିକୁ ୱୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୱୋଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ୧୮ ଜିଲ୍ଲାଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, […]

ଭୁବନେଶ୍ବର: ରାଜ୍ଯରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୮  ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି । ତେବେ ଏଥିରେ ପ୍ରଭାବିତ ହେବାକୁ ଥିବା ୧୮ ଜିଲ୍ଲାଗୁଡ଼ିକୁ ୱୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୱୋଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ୧୮ ଜିଲ୍ଲାଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ମାଲକାନଗିରି, କୋରାପୁଟ, ଖୋର୍ଦ୍ଧା, ପୁରୀ, କନ୍ଧମାଳ ଓ ନୟାଗଡ଼ ରହିଛି । ଏହି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି ବୋଲି କୁହାଯାଇଛି ।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

25 Jul 2021 By The Sakala

ରାଜ୍ୟରେ ବର୍ଷା ଓ ବଜ୍ରପାତ ନେଇ ୧୮ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ବର: ରାଜ୍ଯରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୮  ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି । ତେବେ ଏଥିରେ ପ୍ରଭାବିତ ହେବାକୁ ଥିବା ୧୮ ଜିଲ୍ଲାଗୁଡ଼ିକୁ ୱୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୱୋଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ୧୮ ଜିଲ୍ଲାଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ମାଲକାନଗିରି, କୋରାପୁଟ, ଖୋର୍ଦ୍ଧା, ପୁରୀ, କନ୍ଧମାଳ ଓ ନୟାଗଡ଼ ରହିଛି । ଏହି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି ବୋଲି କୁହାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର