ରାଜ୍ୟରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ଆଜି ଅପରାହ୍ନରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି।  ଘଡ଼ଘଡ଼ି ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।  ୫ଜିଲ୍ଲା ହେଲେ କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ଼, ବଲାଙ୍ଗିର ଓ ଖୋର୍ଦ୍ଧା ଜିଲ୍ଲାକୁ ଆଗାମୀ ୩ ଘଣ୍ଟା ଯାଏ ସତର୍କ ସୂଚନା ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏଥିସହ ପାଗକୁ ଦେଖି ବଜ୍ରପାତ ବେଳେ ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁପାଣିପାଗ ବିଭାଗ ପରାମାର୍ଶ ଦେଇଛି।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

15 May 2021 By The Sakala

ରାଜ୍ୟରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଜି ଅପରାହ୍ନରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି।  ଘଡ଼ଘଡ଼ି ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।  ୫ଜିଲ୍ଲା ହେଲେ କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ଼, ବଲାଙ୍ଗିର ଓ ଖୋର୍ଦ୍ଧା ଜିଲ୍ଲାକୁ ଆଗାମୀ ୩ ଘଣ୍ଟା ଯାଏ ସତର୍କ ସୂଚନା ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏଥିସହ ପାଗକୁ ଦେଖି ବଜ୍ରପାତ ବେଳେ ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁପାଣିପାଗ ବିଭାଗ ପରାମାର୍ଶ ଦେଇଛି।

https://www.thesakala.in/latest-odisha-news/weather-update-thunderstorm-with-lightning-warning-5dist/article-2199
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର