କୃଷି ଆଇନ ପ୍ରତ୍ୟାହାର ନିଷ୍ପତ୍ତିକୁ ନବୀନଙ୍କ ସମର୍ଥନ

The Sakala Picture
Published On

ଭୁବନେଶ୍ୱର: ବର୍ଷେ ବ୍ୟାପି କୃଷକ ଆନ୍ଦୋଳନରେ ପଡ଼ିଛି ପୂର୍ଣ୍ଣଛେଦ । ୩ କୃଷି ଆଇନ ପ୍ରତ୍ୟାହାର ପରେ ନେଇ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେପଟେ ପ୍ରଧାନମନ୍ତ୍ରୀଙ୍କ ଘୋଷଣା ପରେ ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀଙ୍କ ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶ ତଥା ଚାଷୀର ସ୍ୱାର୍ଥ ଦୃଷ୍ଟିରୁ ନିଷ୍ପତ୍ତି ନିଆଯାଇଛି । ଯାହା ଏକ ସ୍ୱାଗତ ଯୋଗ୍ୟ ପଦକ୍ଷେପ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । Welcome Hon'ble PM @narendramodi […]

ଭୁବନେଶ୍ୱର: ବର୍ଷେ ବ୍ୟାପି କୃଷକ ଆନ୍ଦୋଳନରେ ପଡ଼ିଛି ପୂର୍ଣ୍ଣଛେଦ । ୩ କୃଷି ଆଇନ ପ୍ରତ୍ୟାହାର ପରେ ନେଇ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେପଟେ ପ୍ରଧାନମନ୍ତ୍ରୀଙ୍କ ଘୋଷଣା ପରେ ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀଙ୍କ ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶ ତଥା ଚାଷୀର ସ୍ୱାର୍ଥ ଦୃଷ୍ଟିରୁ ନିଷ୍ପତ୍ତି ନିଆଯାଇଛି । ଯାହା ଏକ ସ୍ୱାଗତ ଯୋଗ୍ୟ ପଦକ୍ଷେପ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ସେହିପରି ଆନ୍ଦୋଳନରତ ଚାଷୀଙ୍କ ପାଇ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚାଷୀଙ୍କ ପରିବାର ଓ ଚାଷ ଜମି ତାଙ୍କୁ ଅପେକ୍ଷା କରିଛି । ଘରକୁ ଫେରିଲେ ସେମାନେ ସ୍ୱାଗତ କରିବେ ବୋଲି ଟ୍ୱିଟର ଜରିଆରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଏକଥା ମଧ୍ୟ କହିଛନ୍ତି ଓଡ଼ିଶା ସରକାର ସର୍ବଦା ଚାଷୀଙ୍କ ସାଥିରେ । ଚାଷ ଓ ଚାଷୀର ଉନ୍ନତି ଆମ ସରକାରର ପ୍ରଧାନ ଉଦ୍ଦେଶ୍ୟ । ଚାଷୀଙ୍କ ସ୍ୱାର୍ଥକୁ ବିଜେଡି ସବୁବେଳେ ସମର୍ଥନ କରିଆସିଛି ବୋଲି ମଧ୍ୟ ଟ୍ୱିଟ କରି କହିଛନ୍ତି ନବୀନ ।

19 Nov 2021 By The Sakala

କୃଷି ଆଇନ ପ୍ରତ୍ୟାହାର ନିଷ୍ପତ୍ତିକୁ ନବୀନଙ୍କ ସମର୍ଥନ

ଭୁବନେଶ୍ୱର: ବର୍ଷେ ବ୍ୟାପି କୃଷକ ଆନ୍ଦୋଳନରେ ପଡ଼ିଛି ପୂର୍ଣ୍ଣଛେଦ । ୩ କୃଷି ଆଇନ ପ୍ରତ୍ୟାହାର ପରେ ନେଇ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେପଟେ ପ୍ରଧାନମନ୍ତ୍ରୀଙ୍କ ଘୋଷଣା ପରେ ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀଙ୍କ ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶ ତଥା ଚାଷୀର ସ୍ୱାର୍ଥ ଦୃଷ୍ଟିରୁ ନିଷ୍ପତ୍ତି ନିଆଯାଇଛି । ଯାହା ଏକ ସ୍ୱାଗତ ଯୋଗ୍ୟ ପଦକ୍ଷେପ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ସେହିପରି ଆନ୍ଦୋଳନରତ ଚାଷୀଙ୍କ ପାଇ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚାଷୀଙ୍କ ପରିବାର ଓ ଚାଷ ଜମି ତାଙ୍କୁ ଅପେକ୍ଷା କରିଛି । ଘରକୁ ଫେରିଲେ ସେମାନେ ସ୍ୱାଗତ କରିବେ ବୋଲି ଟ୍ୱିଟର ଜରିଆରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଏକଥା ମଧ୍ୟ କହିଛନ୍ତି ଓଡ଼ିଶା ସରକାର ସର୍ବଦା ଚାଷୀଙ୍କ ସାଥିରେ । ଚାଷ ଓ ଚାଷୀର ଉନ୍ନତି ଆମ ସରକାରର ପ୍ରଧାନ ଉଦ୍ଦେଶ୍ୟ । ଚାଷୀଙ୍କ ସ୍ୱାର୍ଥକୁ ବିଜେଡି ସବୁବେଳେ ସମର୍ଥନ କରିଆସିଛି ବୋଲି ମଧ୍ୟ ଟ୍ୱିଟ କରି କହିଛନ୍ତି ନବୀନ ।

https://www.thesakala.in/latest-odisha-news/welcome-pm-narendramodi-ji-decision-to-repeal-all-3-farmlaws-says-naveen-patnaik/article-6969
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର