ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଜାଣନ୍ତୁ ସଟଡାଉନ୍ ସମୟରେ କାହାକୁ ମିଳିଛି ଅନୁମତି….

The Sakala Picture
Published On

ଭୁବନଶ୍ବର: ରାଜ୍ଯର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ସଟଡାଉନ ଆସନ୍ତାକାଲି ଅର୍ଥାତ ଶନିବାରରୁ ଆରମ୍ଭ ହେବାକୁ ଯାଉଛି। ଏହି ସଟଡାଉନ ସମୟରେ  କାହାକୁ ମିଳିଛି ଅନୁମତି ଜାଣନ୍ତୁ…. ୧-ସପ୍ତାହନ୍ତ ସଟଡାଉନ୍ ସମୟରେ ସମସ୍ତ ମେଡିକାଲ, କ୍ଲିନିକ୍, ନର୍ସିଂ, ହୋମ୍, ମେଡିସିନ୍ ଷ୍ଟୋର ଖୋଲା ରହିବ । ଏହା ସହ ଜଡ଼ିତ ସମସ୍ତ କର୍ମଚାରୀ ପରିଚୟ ପତ୍ର ଦେଖାଇ ଯାତାୟତ କରିପାରିବେ । ୨- ଜିଲ୍ଲା, ମହାନଗର ନିଗମ, ପୋଲିସ ଓ ଅଗ୍ନିଶମ ବାହିନୀରେ କାର୍ଯ୍ୟରତ ବ୍ୟକ୍ତି ଯାତାୟତ କରିପାରିବେ […]

ଭୁବନଶ୍ବର: ରାଜ୍ଯର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ସଟଡାଉନ ଆସନ୍ତାକାଲି ଅର୍ଥାତ ଶନିବାରରୁ ଆରମ୍ଭ ହେବାକୁ ଯାଉଛି। ଏହି ସଟଡାଉନ ସମୟରେ  କାହାକୁ ମିଳିଛି ଅନୁମତି ଜାଣନ୍ତୁ….

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇଲେ ବେଙ୍ଗଲ ସରକାର, ଲେଖା ହେଲା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର

୧-ସପ୍ତାହନ୍ତ ସଟଡାଉନ୍ ସମୟରେ ସମସ୍ତ ମେଡିକାଲ, କ୍ଲିନିକ୍, ନର୍ସିଂ, ହୋମ୍, ମେଡିସିନ୍ ଷ୍ଟୋର ଖୋଲା ରହିବ । ଏହା ସହ ଜଡ଼ିତ ସମସ୍ତ କର୍ମଚାରୀ ପରିଚୟ ପତ୍ର ଦେଖାଇ ଯାତାୟତ କରିପାରିବେ ।

ଆହୁରି ପଢ଼ନ୍ତୁ: ଅନଲାଇନ ସପିଂ କରୁଥିଲେ ହୋଇଯାଆନ୍ତୁ ସାବଧାନ ! ସୋସିଆଲ ମିଡିଆରେ ମାତିଛନ୍ତି ସାଇବର ଲୁଟେରା...

୨- ଜିଲ୍ଲା, ମହାନଗର ନିଗମ, ପୋଲିସ ଓ ଅଗ୍ନିଶମ ବାହିନୀରେ କାର୍ଯ୍ୟରତ ବ୍ୟକ୍ତି ଯାତାୟତ କରିପାରିବେ ।

ଆହୁରି ପଢ଼ନ୍ତୁ: ରାମମୂର୍ତ୍ତି ଗମାଙ୍ଗଙ୍କ ପରଲୋକରେ ବିଜେଡିର ଶୋକ

୩-ଜରୁରୀ ସେବାରେ ନିୟୋଜିତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କର୍ମଚାରୀ ।

୪- ଟେଲିକମ୍ ସର୍ଭିସ୍, ପେଟ୍ରୋଲ ପମ୍ପ୍ପ, ଏଲପିଜି ବିତରଣ ଉପରେ କଟକଣା ରହିବ ନାହିଁ ।

୫- ଖବରକାଗଜ ଓ ବୈଦ୍ୟୁତିକ ଗଣମାଧ୍ୟମରେ କାର୍ଯ୍ୟରତ ସାମ୍ବାଦିକ ଯାତାୟତ କରିପାରିବେ ।

୬- ପାନୀୟ ଜଳ ଯୋଗାଣ, ସାନିଟାଇଜେସନ୍ ଓ ସ୍ୱେରେଜ୍ ୱାର୍କରଙ୍କୁ ଅନୁମତି ।

୭- ବିଦ୍ୟୁତ୍ ବିତରଣ, ମାଲପରିବହନ ଉପରେ କଟକଣା ରହିବ ନାହିଁ ।

୮- ଶିଳ୍ପ ଉଦ୍ୟୋଗ, ନିର୍ମାଣ କାର୍ଯ୍ୟ ଜାରି ରହିବ ।

୯- କୃଷି, ପଶୁପାଳନ, ମଣ୍ଡିରେ ଫସଲ କ୍ରୟ ଜାରି ରହିବ ।

୧୦- ରେଳ ଓ ବିମାନ ସେବା ଜାରି ରହିବ । ଯାତ୍ରୀଙ୍କୁ ଷ୍ଟେସନ୍ ଓ ବସ ଷ୍ଟାଣ୍ଡରୁ ଟିକେଟ୍ ଦେଖାଇ ନେବା ଆଣିବା କରି ହେବ ।

୧୧- ସ୍ଥାନୀୟ ପ୍ରଶାସନ ଅନୁମତିରେ ବିବାହ ଓ ଅନ୍ତ୍ୟେଷ୍ଟି କାର୍ଯ୍ୟ କରାଯାଇ ପାରିବ ।

୧୨- ଆରବିଆଇ ଓ ଅନ୍ୟ ଆର୍ଥିକ ସଂସ୍ଥା କାର୍ଯ୍ୟ ଜାରି ରହିବ ।

୧୩- ଅନଲାଇନ୍ ଖାଦ୍ୟ ଯୋଗାଣ ଉପରେ କଟକଣା ରହିବ ନାହିଁ ।

୧୪- ରାଜପଥ କଡ଼ରେ ଥିବା ହୋଟେଲ ଓ ଢାବା କେବଳ ପାର୍ସଲ ଦେଇପାରିବେ ।

୧୫- କ୍ଷୀର ଦୋକାନ ଖୋଲା ରହିବ । ଫୁଡ୍ ଓ ଗ୍ରସରୀ ସାମଗ୍ରୀର ହୋମ୍ ଡେଲିଭରି ଦେଇ ହେବ ।

୧୬-ସକାଳ ୫ଟାରୁ ୮ଟା ମଧ୍ୟରେ ଖବରକାଗଜ ବଣ୍ଟନ ଲାଗି ଅନୁମତି ।

୧୭-   ସକାଳ ୫ଟାରୁ ୬ଟା  ମର୍ଣ୍ଣିଂ ୱାକ୍‌ ଓ ସାଇକ୍ଲିଂ ପାଇଁ  କୋହଳ

23 Apr 2021 By The Sakala

ଜାଣନ୍ତୁ ସଟଡାଉନ୍ ସମୟରେ କାହାକୁ ମିଳିଛି ଅନୁମତି….

ଭୁବନଶ୍ବର: ରାଜ୍ଯର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ସଟଡାଉନ ଆସନ୍ତାକାଲି ଅର୍ଥାତ ଶନିବାରରୁ ଆରମ୍ଭ ହେବାକୁ ଯାଉଛି। ଏହି ସଟଡାଉନ ସମୟରେ  କାହାକୁ ମିଳିଛି ଅନୁମତି ଜାଣନ୍ତୁ….

୧-ସପ୍ତାହନ୍ତ ସଟଡାଉନ୍ ସମୟରେ ସମସ୍ତ ମେଡିକାଲ, କ୍ଲିନିକ୍, ନର୍ସିଂ, ହୋମ୍, ମେଡିସିନ୍ ଷ୍ଟୋର ଖୋଲା ରହିବ । ଏହା ସହ ଜଡ଼ିତ ସମସ୍ତ କର୍ମଚାରୀ ପରିଚୟ ପତ୍ର ଦେଖାଇ ଯାତାୟତ କରିପାରିବେ ।

୨- ଜିଲ୍ଲା, ମହାନଗର ନିଗମ, ପୋଲିସ ଓ ଅଗ୍ନିଶମ ବାହିନୀରେ କାର୍ଯ୍ୟରତ ବ୍ୟକ୍ତି ଯାତାୟତ କରିପାରିବେ ।

୩-ଜରୁରୀ ସେବାରେ ନିୟୋଜିତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କର୍ମଚାରୀ ।

୪- ଟେଲିକମ୍ ସର୍ଭିସ୍, ପେଟ୍ରୋଲ ପମ୍ପ୍ପ, ଏଲପିଜି ବିତରଣ ଉପରେ କଟକଣା ରହିବ ନାହିଁ ।

୫- ଖବରକାଗଜ ଓ ବୈଦ୍ୟୁତିକ ଗଣମାଧ୍ୟମରେ କାର୍ଯ୍ୟରତ ସାମ୍ବାଦିକ ଯାତାୟତ କରିପାରିବେ ।

୬- ପାନୀୟ ଜଳ ଯୋଗାଣ, ସାନିଟାଇଜେସନ୍ ଓ ସ୍ୱେରେଜ୍ ୱାର୍କରଙ୍କୁ ଅନୁମତି ।

୭- ବିଦ୍ୟୁତ୍ ବିତରଣ, ମାଲପରିବହନ ଉପରେ କଟକଣା ରହିବ ନାହିଁ ।

୮- ଶିଳ୍ପ ଉଦ୍ୟୋଗ, ନିର୍ମାଣ କାର୍ଯ୍ୟ ଜାରି ରହିବ ।

୯- କୃଷି, ପଶୁପାଳନ, ମଣ୍ଡିରେ ଫସଲ କ୍ରୟ ଜାରି ରହିବ ।

୧୦- ରେଳ ଓ ବିମାନ ସେବା ଜାରି ରହିବ । ଯାତ୍ରୀଙ୍କୁ ଷ୍ଟେସନ୍ ଓ ବସ ଷ୍ଟାଣ୍ଡରୁ ଟିକେଟ୍ ଦେଖାଇ ନେବା ଆଣିବା କରି ହେବ ।

୧୧- ସ୍ଥାନୀୟ ପ୍ରଶାସନ ଅନୁମତିରେ ବିବାହ ଓ ଅନ୍ତ୍ୟେଷ୍ଟି କାର୍ଯ୍ୟ କରାଯାଇ ପାରିବ ।

୧୨- ଆରବିଆଇ ଓ ଅନ୍ୟ ଆର୍ଥିକ ସଂସ୍ଥା କାର୍ଯ୍ୟ ଜାରି ରହିବ ।

୧୩- ଅନଲାଇନ୍ ଖାଦ୍ୟ ଯୋଗାଣ ଉପରେ କଟକଣା ରହିବ ନାହିଁ ।

୧୪- ରାଜପଥ କଡ଼ରେ ଥିବା ହୋଟେଲ ଓ ଢାବା କେବଳ ପାର୍ସଲ ଦେଇପାରିବେ ।

୧୫- କ୍ଷୀର ଦୋକାନ ଖୋଲା ରହିବ । ଫୁଡ୍ ଓ ଗ୍ରସରୀ ସାମଗ୍ରୀର ହୋମ୍ ଡେଲିଭରି ଦେଇ ହେବ ।

୧୬-ସକାଳ ୫ଟାରୁ ୮ଟା ମଧ୍ୟରେ ଖବରକାଗଜ ବଣ୍ଟନ ଲାଗି ଅନୁମତି ।

୧୭-   ସକାଳ ୫ଟାରୁ ୬ଟା  ମର୍ଣ୍ଣିଂ ୱାକ୍‌ ଓ ସାଇକ୍ଲିଂ ପାଇଁ  କୋହଳ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର