ସ୍ୱାମୀଙ୍କର ଦୁର୍ଘଟଣାରେ ମୃତ୍ୟୁ ପରେ ସ୍ତ୍ରୀର ଆତ୍ମହତ୍ୟା

The Sakala Picture
Published On

ଖୋର୍ଦ୍ଧା: ସ୍ୱାମୀଙ୍କର ଦୁର୍ଘଟଣାରେ ମୃତ୍ୟୁପରେ ସ୍ତ୍ରୀର ଆତ୍ମହତ୍ୟା। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବୋଲଗଡ଼ ଥାନା ଅନ୍ତର୍ଗତ ବାଂକୋଇ ନିକଟ ବେଣାଗାଡ଼ିଆରେ। ସ୍ବାମୀର ମୃତ୍ୟୁପରେ ସ୍ତ୍ରୀ  ଆତ୍ମହତ୍ୟା କରିଛନ୍ତି। ଦିପାବଳୀ ଦିନ ସନ୍ଧ୍ୟାରେ ଅଜଣା ଗାଡି ଧକ୍କାରେ ସ୍ବାମୀ ଗୋକୁଳ ଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ଭାଙ୍ଗି ପଡ଼ିଥିଲେ ସ୍ତ୍ରୀ। ଗତକାଲି ବିଳମ୍ବିତ ରାତିରେ ସ୍ତ୍ରୀ ଅସହାୟ ହୋଇ ରଶି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

14 Nov 2023 By The Sakala

ସ୍ୱାମୀଙ୍କର ଦୁର୍ଘଟଣାରେ ମୃତ୍ୟୁ ପରେ ସ୍ତ୍ରୀର ଆତ୍ମହତ୍ୟା

ଖୋର୍ଦ୍ଧା: ସ୍ୱାମୀଙ୍କର ଦୁର୍ଘଟଣାରେ ମୃତ୍ୟୁପରେ ସ୍ତ୍ରୀର ଆତ୍ମହତ୍ୟା। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବୋଲଗଡ଼ ଥାନା ଅନ୍ତର୍ଗତ ବାଂକୋଇ ନିକଟ ବେଣାଗାଡ଼ିଆରେ। ସ୍ବାମୀର ମୃତ୍ୟୁପରେ ସ୍ତ୍ରୀ  ଆତ୍ମହତ୍ୟା କରିଛନ୍ତି। ଦିପାବଳୀ ଦିନ ସନ୍ଧ୍ୟାରେ ଅଜଣା ଗାଡି ଧକ୍କାରେ ସ୍ବାମୀ ଗୋକୁଳ ଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ଭାଙ୍ଗି ପଡ଼ିଥିଲେ ସ୍ତ୍ରୀ। ଗତକାଲି ବିଳମ୍ବିତ ରାତିରେ ସ୍ତ୍ରୀ ଅସହାୟ ହୋଇ ରଶି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର