ରାଜ୍ୟକୁ ଫେରିଲା ଶୀତ, ୧୦ ଡିଗ୍ରୀ ତଳକୁ ଖସିଲା ତାପମାତ୍ରା

ଭୁବନେଶ୍ବର:  ରାଜ୍ୟରେ ଖସୁଛି ପାରଦ, ଧୀରେଧୀରେ ବଢୁଛି ଶୀତ। ଚଳିତ ବର୍ଷ ପ୍ରଥମଥର ପାଇଁ ୧୦ ଡିଗ୍ରୀ ତଳକୁ ଖସିଛି ତାପମାତ୍ରା । କନ୍ଧମାଳ ଜି.ଉଦୟଗିରିରେ ୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଛି ଥଣ୍ଡା ଶୁଷ୍କ ପବନ । ଏହାରି ପ୍ରଭାବରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିଛି ପାରଦ।  ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଆହୁରି ତାପମାତ୍ରା  କମିବ ବୋଲି ପାଣିପାଗ ବିଭାଗ […]

ଭୁବନେଶ୍ବର:  ରାଜ୍ୟରେ ଖସୁଛି ପାରଦ, ଧୀରେଧୀରେ ବଢୁଛି ଶୀତ। ଚଳିତ ବର୍ଷ ପ୍ରଥମଥର ପାଇଁ ୧୦ ଡିଗ୍ରୀ ତଳକୁ ଖସିଛି ତାପମାତ୍ରା । କନ୍ଧମାଳ ଜି.ଉଦୟଗିରିରେ ୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଛି ଥଣ୍ଡା ଶୁଷ୍କ ପବନ । ଏହାରି ପ୍ରଭାବରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିଛି ପାରଦ।  ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଆହୁରି ତାପମାତ୍ରା  କମିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଏଥିସହ  ୧୩ ତାରିଖ ପର୍ଯ୍ୟନ୍ତ ରହିବ ପାଗ ଶୁଖିଲା ରହିବ।

About The Author: The Sakala