ଶୀତରେ ଥରୁଛି ଓଡ଼ିଶା: ୧୦ ଡ଼ିଗ୍ରୀ ତଳେ ରାଜ୍ୟର ୧୧ ସହରର ତାପମାତ୍ରା…

The Sakala Picture
Published On

ଭୁବନେଶ୍ବର: ପ୍ରବଳ ଜାଡରେ ଥରୁଛି ଓଡିଶା। ଆଭ୍ୟନ୍ତରୀଣ ଓଡ଼ିଶାରେ ଅସହ୍ୟ ଶୀତ ଅନୁଭୁତ ହେବା ସହ ୧୧ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ପାରଦ ତଳମୁହାଁ ହେବା ଯୋଗୁଁ ରାଜ୍ୟର କିଛି ସ୍ଥାନରେ ରାତି ତାପମାତ୍ରା ଖସିଛି। ତାପମାତ୍ରା ହ୍ରାସ ହେବା କାରଣରୁ ଥଣ୍ଡା ଅନୁଭୂତ ହେଉଛି । ତେବେ ରାଜ୍ୟର ୧୧ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଅନୁଗୁଳ ୯ ଡିଗ୍ରୀ, ଝାରସୁଗୁଡା ୭.୨ ଡିଗ୍ରୀ, କେନ୍ଦୁଝର ୮.୯ ଡିଗ୍ରୀ, […]

ଭୁବନେଶ୍ବର: ପ୍ରବଳ ଜାଡରେ ଥରୁଛି ଓଡିଶା। ଆଭ୍ୟନ୍ତରୀଣ ଓଡ଼ିଶାରେ ଅସହ୍ୟ ଶୀତ ଅନୁଭୁତ ହେବା ସହ ୧୧ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ପାରଦ ତଳମୁହାଁ ହେବା ଯୋଗୁଁ ରାଜ୍ୟର କିଛି ସ୍ଥାନରେ ରାତି ତାପମାତ୍ରା ଖସିଛି। ତାପମାତ୍ରା ହ୍ରାସ ହେବା କାରଣରୁ ଥଣ୍ଡା ଅନୁଭୂତ ହେଉଛି ।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ତେବେ ରାଜ୍ୟର ୧୧ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଅନୁଗୁଳ ୯ ଡିଗ୍ରୀ, ଝାରସୁଗୁଡା ୭.୨ ଡିଗ୍ରୀ, କେନ୍ଦୁଝର ୮.୯ ଡିଗ୍ରୀ, ସୁନ୍ଦରଗଡ଼ ୮.୬ ଡିଗ୍ରୀ, ଭବାନୀପାଟଣା ୯ ଡିଗ୍ରୀ, ବଲାଙ୍ଗୀର ୧୦ ଡିଗ୍ରୀ, ଫଲବାଣୀ ୭.୫ ଡିଗ୍ରୀ, ଦାରିଙ୍ଗିବାଡ଼ି ୧୦ ଡିଗ୍ରୀ, ଭଦ୍ରକ ୯.୫ ଡିଗ୍ରୀ, ନବରଙ୍ଗପୁର ୯ ଡିଗ୍ରୀ ଓ ରାଉରକେଲାର ତାପମାତ୍ରା ୫.୭ ଡିଗ୍ରୀ ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର