ରାଜ୍ୟରେ ବଢୁଛି ଶୀତ, ଆସନ୍ତା ୨ ଦିନ ମଧ୍ଯରେ ଆହୁରି ଖସିବ ପାରଦ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଶୀତର ପ୍ରକୋପ ବଢିଛି। ଆସନ୍ତା ୨ ଦିନ ମଧ୍ୟରେ ପାରଦ ୩ରୁ ୫ ଡିଗ୍ରୀ ଯାଏ ଖସିବା ସହ ଥଣ୍ଡାର ପ୍ରକୋପ ଆହୁରି ବଢ଼ିବାର ସମ୍ଭାବନା ରହିଛି। ଉତ୍ତରା ପବନ ଧୀରେଧୀରେ ସକ୍ରିୟ ହେଉଥିବାରୁ ରାଜ୍ୟକୁ ଥଣ୍ଡା ଓ ଶୁଷ୍କବାୟୁ ଅଧିକ ପ୍ରବାହିତ ହେବ। ଏହାସହ ରାଜ୍ୟର କିଛି କିଛି ଅଞ୍ଚଳରେ କୁହୁଡ଼ି ମଧ୍ୟ ଦେଖାଯିବ। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ଓ କଟକ ଆଦି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି […]

ଭୁବନେଶ୍ୱର: ରାଜ୍ୟରେ ଶୀତର ପ୍ରକୋପ ବଢିଛି। ଆସନ୍ତା ୨ ଦିନ ମଧ୍ୟରେ ପାରଦ ୩ରୁ ୫ ଡିଗ୍ରୀ ଯାଏ ଖସିବା ସହ ଥଣ୍ଡାର ପ୍ରକୋପ ଆହୁରି ବଢ଼ିବାର ସମ୍ଭାବନା ରହିଛି। ଉତ୍ତରା ପବନ ଧୀରେଧୀରେ ସକ୍ରିୟ ହେଉଥିବାରୁ ରାଜ୍ୟକୁ ଥଣ୍ଡା ଓ ଶୁଷ୍କବାୟୁ ଅଧିକ ପ୍ରବାହିତ ହେବ। ଏହାସହ ରାଜ୍ୟର କିଛି କିଛି ଅଞ୍ଚଳରେ କୁହୁଡ଼ି ମଧ୍ୟ ଦେଖାଯିବ। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ଓ କଟକ ଆଦି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ: ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ମାଇନିଂ ବକେୟା ଆଦାୟ ପାଇଁ ସମ୍ପତ୍ତି ବ୍ୟାଜ୍ୟାପ୍ତି ପ୍ରକ୍ରିୟା ଆରମ୍ଭ

07 Jan 2023 By The Sakala

ରାଜ୍ୟରେ ବଢୁଛି ଶୀତ, ଆସନ୍ତା ୨ ଦିନ ମଧ୍ଯରେ ଆହୁରି ଖସିବ ପାରଦ

ଭୁବନେଶ୍ୱର: ରାଜ୍ୟରେ ଶୀତର ପ୍ରକୋପ ବଢିଛି। ଆସନ୍ତା ୨ ଦିନ ମଧ୍ୟରେ ପାରଦ ୩ରୁ ୫ ଡିଗ୍ରୀ ଯାଏ ଖସିବା ସହ ଥଣ୍ଡାର ପ୍ରକୋପ ଆହୁରି ବଢ଼ିବାର ସମ୍ଭାବନା ରହିଛି। ଉତ୍ତରା ପବନ ଧୀରେଧୀରେ ସକ୍ରିୟ ହେଉଥିବାରୁ ରାଜ୍ୟକୁ ଥଣ୍ଡା ଓ ଶୁଷ୍କବାୟୁ ଅଧିକ ପ୍ରବାହିତ ହେବ। ଏହାସହ ରାଜ୍ୟର କିଛି କିଛି ଅଞ୍ଚଳରେ କୁହୁଡ଼ି ମଧ୍ୟ ଦେଖାଯିବ। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ଓ କଟକ ଆଦି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର