ରାଜ୍ୟରେ ତାପମାତ୍ରା କମିବା ସହ ବଢୁଛି ଶୀତ, ଆହୁରି ୫ ଡିଗ୍ରି ଖସିବ ପାରଦ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ କମୁଛି ତାପମାତ୍ରା ବଢୁଛି ଶୀତ । ଆହୁରି ୩ ରୁ ୫ ଡିଗ୍ରୀ ଯାଏଁ ତାପମାତ୍ରା ଖସିବ। ଆସନ୍ତା ୩-୪ ଦିନ ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ପାଗ ଶୁଖିଲା ରହିବା ସହ ରାତିର ତାପମାତ୍ରା ହ୍ରାସ ପାଇବ। ତାପମାତ୍ରା କମିବା ଯୋଗୁଁ ଅନେକ ସ୍ଥାନରେ ପାରଦ ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମ୍‍ ରହିବ। ଫଳରେ ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେବ। ବିଶେଷ କରି ପାହାଡିଆ ଅଞ୍ଚଳରେ ଅଧିକ ଶୀତ […]

ଭୁବନେଶ୍ୱର: ରାଜ୍ୟରେ କମୁଛି ତାପମାତ୍ରା ବଢୁଛି ଶୀତ । ଆହୁରି ୩ ରୁ ୫ ଡିଗ୍ରୀ ଯାଏଁ ତାପମାତ୍ରା ଖସିବ। ଆସନ୍ତା ୩-୪ ଦିନ ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ପାଗ ଶୁଖିଲା ରହିବା ସହ ରାତିର ତାପମାତ୍ରା ହ୍ରାସ ପାଇବ। ତାପମାତ୍ରା କମିବା ଯୋଗୁଁ ଅନେକ ସ୍ଥାନରେ ପାରଦ ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମ୍‍ ରହିବ। ଫଳରେ ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେବ। ବିଶେଷ କରି ପାହାଡିଆ ଅଞ୍ଚଳରେ ଅଧିକ ଶୀତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆହୁରି ପଢ଼ନ୍ତୁ: ସାବଧାନ! ଶ୍ରୀମନ୍ଦିରରେ ନାହିଁ ‘ପେଡ୍‌ ଭିଆଇପି ଦର୍ଶନ’ ବ୍ୟବସ୍ଥା, ଜାଲ୍‌ ବିଜ୍ଞାପନ ବିରୋଧରେ ଏଫଆଇଆର

ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଦୁର୍ବଳ ହେଉଥିବାରୁ ତାପମାତ୍ରା ତଳମୁହାଁ ହୋଇଛି। ସେହିପରି ମେଘମୁକ୍ତ ଆକାଶ ଏବଂ ଥଣ୍ଡା ପବନ ପ୍ରବାହ ପାଇଁ ଶୀତ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର କହିଛି। କୋରାପୁଟ, କନ୍ଧମାଳ ସମେତ ସୁନ୍ଦରଗଡରେ ତାପମାତ୍ରା ଏଧିକ କମିବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ପୌରସଂସ୍ଥା ଏବଂ ସ୍ମାର୍ଟ ସିଟି ଲିମିଟେଡ୍‌ଗୁଡ଼ିକର ଆର୍ଥିକ କ୍ଷମତାକୁ ବୃଦ୍ଧି କଲେ ରାଜ୍ୟ ସରକାର

25 Nov 2022 By The Sakala

ରାଜ୍ୟରେ ତାପମାତ୍ରା କମିବା ସହ ବଢୁଛି ଶୀତ, ଆହୁରି ୫ ଡିଗ୍ରି ଖସିବ ପାରଦ

ଭୁବନେଶ୍ୱର: ରାଜ୍ୟରେ କମୁଛି ତାପମାତ୍ରା ବଢୁଛି ଶୀତ । ଆହୁରି ୩ ରୁ ୫ ଡିଗ୍ରୀ ଯାଏଁ ତାପମାତ୍ରା ଖସିବ। ଆସନ୍ତା ୩-୪ ଦିନ ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ପାଗ ଶୁଖିଲା ରହିବା ସହ ରାତିର ତାପମାତ୍ରା ହ୍ରାସ ପାଇବ। ତାପମାତ୍ରା କମିବା ଯୋଗୁଁ ଅନେକ ସ୍ଥାନରେ ପାରଦ ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମ୍‍ ରହିବ। ଫଳରେ ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେବ। ବିଶେଷ କରି ପାହାଡିଆ ଅଞ୍ଚଳରେ ଅଧିକ ଶୀତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଦୁର୍ବଳ ହେଉଥିବାରୁ ତାପମାତ୍ରା ତଳମୁହାଁ ହୋଇଛି। ସେହିପରି ମେଘମୁକ୍ତ ଆକାଶ ଏବଂ ଥଣ୍ଡା ପବନ ପ୍ରବାହ ପାଇଁ ଶୀତ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର କହିଛି। କୋରାପୁଟ, କନ୍ଧମାଳ ସମେତ ସୁନ୍ଦରଗଡରେ ତାପମାତ୍ରା ଏଧିକ କମିବାର ସମ୍ଭାବନା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର