ବିଧାନସଭା ଶୀତ ଅଧିବେଶନର ୩ୟ ଦିନ: ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ଚାଲିପାରିଲାନି ପ୍ରଶ୍ନକାଳ, ୪ଟା ପର୍ଯ୍ୟନ୍ତ ମୁଲତବି

The Sakala Picture
Published On

ଭୁବନେଶ୍ବର: ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ୩ୟ ଦିନ ।  ବିଭିନ୍ନ ପ୍ରସଙ୍ଗରେ ଗୃହ ସରଗରମ ହେବାର ଥିଲା। ପ୍ରଶ୍ନକାଳରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ବିଧାନସଭା ଅଚଳ ହୋଇଛି। ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି ରଖିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ । ଉଲ୍ଲେଖଯୋଗ୍ୟ, ମଙ୍ଗଳବାର ବିଧାନସଭାରେ ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଥିଲା । ପ୍ରଥମ ଦିନରେ ଦିବଂଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଶୋକ ପ୍ରସ୍ତାବ ଗୃହୀତ ହେଲା ପରେ ଗୃହକାର୍ଯ୍ୟକୁ ମୁଲତବୀ ରଖାଯାଇଥିଲା । […]

ଭୁବନେଶ୍ବର: ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ୩ୟ ଦିନ ।  ବିଭିନ୍ନ ପ୍ରସଙ୍ଗରେ ଗୃହ ସରଗରମ ହେବାର ଥିଲା। ପ୍ରଶ୍ନକାଳରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ବିଧାନସଭା ଅଚଳ ହୋଇଛି। ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି ରଖିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ ।

ଆହୁରି ପଢ଼ନ୍ତୁ: ଜନଗଣନା କରିବା ବାହାନାରେ ଆସିଲା, ବେକରେ ଛୁରୀ ଲଗାଇ ଫୋନ ଓ ମଙ୍ଗଳସୂତ୍ର ନେଇଗଲା ଲୁଟେରା

ଉଲ୍ଲେଖଯୋଗ୍ୟ, ମଙ୍ଗଳବାର ବିଧାନସଭାରେ ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଥିଲା । ପ୍ରଥମ ଦିନରେ ଦିବଂଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଶୋକ ପ୍ରସ୍ତାବ ଗୃହୀତ ହେଲା ପରେ ଗୃହକାର୍ଯ୍ୟକୁ ମୁଲତବୀ ରଖାଯାଇଥିଲା । ଦ୍ବିତୀୟ ଦିନରେ ମଧ୍ୟ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହ କାର୍ଯ୍ୟ ଚାଲି ପାରି ନ ଥିଲା।

ଆହୁରି ପଢ଼ନ୍ତୁ: ବ୍ୟବସାୟୀଙ୍କୁ ଅପହରଣ କରି ୨ କୋଟି ଦାବି କଲେ ଦୁବୃର୍ତ୍ତ, ପରିବାର ପୁଲିସର ଦ୍ୱାରସ୍ଥ ହେବାରୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ

23 Nov 2023 By The Sakala

ବିଧାନସଭା ଶୀତ ଅଧିବେଶନର ୩ୟ ଦିନ: ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ଚାଲିପାରିଲାନି ପ୍ରଶ୍ନକାଳ, ୪ଟା ପର୍ଯ୍ୟନ୍ତ ମୁଲତବି

ଭୁବନେଶ୍ବର: ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ୩ୟ ଦିନ ।  ବିଭିନ୍ନ ପ୍ରସଙ୍ଗରେ ଗୃହ ସରଗରମ ହେବାର ଥିଲା। ପ୍ରଶ୍ନକାଳରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ବିଧାନସଭା ଅଚଳ ହୋଇଛି। ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି ରଖିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ ।

ଉଲ୍ଲେଖଯୋଗ୍ୟ, ମଙ୍ଗଳବାର ବିଧାନସଭାରେ ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଥିଲା । ପ୍ରଥମ ଦିନରେ ଦିବଂଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଶୋକ ପ୍ରସ୍ତାବ ଗୃହୀତ ହେଲା ପରେ ଗୃହକାର୍ଯ୍ୟକୁ ମୁଲତବୀ ରଖାଯାଇଥିଲା । ଦ୍ବିତୀୟ ଦିନରେ ମଧ୍ୟ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ଗୃହ କାର୍ଯ୍ୟ ଚାଲି ପାରି ନ ଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର