ଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ, ଶୋକ ପ୍ରସ୍ତାବ ପରେ ଗୃହ ମୁଲତବି..

Deviprasad Mohanty Picture
Published On

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ। ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ। ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶୋକ ପ୍ରସ୍ତାବକୁ ବିରୋଧୀ ନେତାମାନେ ସମର୍ଥନ କରିଥିଲେ। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସମର୍ଥନ କରିଥିଲେ। ୧ ମିନିଟ୍‌ର ନିରବ ପ୍ରାର୍ଥନା ପରେ ସାଢ଼େ ୪ ଯାଏଁ ଗୃହ ମୁଲତବି ରଖାଯାଇଛି। ଆଜି ଅପରାହ୍ନରେ ଗୃହରେ ଅଭିଭାଷଣ ରଖିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ଆହୁରି ପଢ଼ନ୍ତୁ: ବାଲେଶ୍ଵରରେ ପହଞ୍ଚିଲେ ରାଷ୍ଟ୍ରପତି, ଫକୀର ମୋହନ ବିଶ୍ୱବିଦ୍ୟାଳୟର ୧୨ତମ ସମାବର୍ତ୍ତନ ଉତ୍ସବରେ ସାମିଲ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp