ଲୁହାପଥର ବୋଝେଇ ଟ୍ରକ ଧକ୍କାରେ ମହିଳାଙ୍କ ମୃତ୍ୟୁ

The Sakala Picture
Published On

ବାରିପଦା : ଲୁହାପଥର ବୋଝେଇ ଟ୍ରକ ଧକ୍କାରେ ମହିଳାଙ୍କ ମୃତ୍ୟୁ ଘଟିଛି । ମୟୂରଭଞ୍ଜ ଜିଲ୍ଲା ବହଳଦା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର କାଦୁଆଣି ଛକ ନିକଟରେ ଏକ ଲୁହା ପଥର ବୋଝେଇ ଟ୍ରକ୍ ଧକ୍କାରେ ଜଣେ ମହିଳା ପ୍ରାଣ ହରାଇଛନ୍ତି । ମୃତ ମହିଳା ଜଣଙ୍କ ହେଲେ ବିଶୋଇ ଥାନା କାଦପାଣି ଗାଁର ସ୍ବପ୍ନା ବୈଠା । ତେବେ ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା । ସ୍ଥାନୀୟ ଲୋକେ ଜାତୀୟ […]

ବାରିପଦା : ଲୁହାପଥର ବୋଝେଇ ଟ୍ରକ ଧକ୍କାରେ ମହିଳାଙ୍କ ମୃତ୍ୟୁ ଘଟିଛି । ମୟୂରଭଞ୍ଜ ଜିଲ୍ଲା ବହଳଦା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର କାଦୁଆଣି ଛକ ନିକଟରେ ଏକ ଲୁହା ପଥର ବୋଝେଇ ଟ୍ରକ୍ ଧକ୍କାରେ ଜଣେ ମହିଳା ପ୍ରାଣ ହରାଇଛନ୍ତି । ମୃତ ମହିଳା ଜଣଙ୍କ ହେଲେ ବିଶୋଇ ଥାନା କାଦପାଣି ଗାଁର ସ୍ବପ୍ନା ବୈଠା । ତେବେ ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା । ସ୍ଥାନୀୟ ଲୋକେ ଜାତୀୟ ରାଜପଥ ଅବରୋଧ କରିବା ସହ କ୍ଷତିପୂରଣ ଦାବି କରିଛନ୍ତି ।

ଆହୁରି ପଢ଼ନ୍ତୁ: କାଶୀପୁରରେ ଛତୁ ଚାଷ ଜରିଆରେ ଗ୍ରାମୀଣ ମହିଳାମାନଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ

28 Jun 2021 By The Sakala

ଲୁହାପଥର ବୋଝେଇ ଟ୍ରକ ଧକ୍କାରେ ମହିଳାଙ୍କ ମୃତ୍ୟୁ

ବାରିପଦା : ଲୁହାପଥର ବୋଝେଇ ଟ୍ରକ ଧକ୍କାରେ ମହିଳାଙ୍କ ମୃତ୍ୟୁ ଘଟିଛି । ମୟୂରଭଞ୍ଜ ଜିଲ୍ଲା ବହଳଦା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର କାଦୁଆଣି ଛକ ନିକଟରେ ଏକ ଲୁହା ପଥର ବୋଝେଇ ଟ୍ରକ୍ ଧକ୍କାରେ ଜଣେ ମହିଳା ପ୍ରାଣ ହରାଇଛନ୍ତି । ମୃତ ମହିଳା ଜଣଙ୍କ ହେଲେ ବିଶୋଇ ଥାନା କାଦପାଣି ଗାଁର ସ୍ବପ୍ନା ବୈଠା । ତେବେ ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା । ସ୍ଥାନୀୟ ଲୋକେ ଜାତୀୟ ରାଜପଥ ଅବରୋଧ କରିବା ସହ କ୍ଷତିପୂରଣ ଦାବି କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର