ବଢ଼ିଲା ସାମ୍ୱାଦିକ ସ୍ୱାସ୍ଥ୍ୟ ବୀମା ପାଇଁ ଆବେଦନର ଅବଧି

The Sakala Picture
Published On

ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ସାମ୍ୱାଦିକ ସ୍ୱାସ୍ଥ୍ୟ ବୀମା ନେଇ ଆବେଦନ ଅବଧି ବୃଦ୍ଧି କରାଯାଇଛି । ଜୁନ ୨୬ ତାରିଖ ପର୍ଯ୍ୟନ୍ତ ବଢ଼ିଲା ଆବେଦନ କରିବାର ସମୟ । କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟବୀମା ଯୋଜନା ୨୦୧୬ ରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଳୁଛି ଚିକିତ୍ସା ସୁବିଧା । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ । The last date for receipt of proposals under […]

ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ସାମ୍ୱାଦିକ ସ୍ୱାସ୍ଥ୍ୟ ବୀମା ନେଇ ଆବେଦନ ଅବଧି ବୃଦ୍ଧି କରାଯାଇଛି । ଜୁନ ୨୬ ତାରିଖ ପର୍ଯ୍ୟନ୍ତ ବଢ଼ିଲା ଆବେଦନ କରିବାର ସମୟ । କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟବୀମା ଯୋଜନା ୨୦୧୬ ରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଳୁଛି ଚିକିତ୍ସା ସୁବିଧା । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ସ୍ୱାସ୍ଥ୍ୟ ବୀମା ଯୋଜନାରେ କର୍ମଜୀବୀ ସାମ୍ୱାଦିକଙ୍କ ସମେତ ତାଙ୍କ ପରିବାରର ୫ ଜଣ ସଦସ୍ୟ ଏହି ସ୍ୱାସ୍ଥ୍ୟ ବୀମା ଯୋଜନାରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇପାରିବେ। ସ୍ୱାସ୍ଥ୍ୟ ବୀମା କାର୍ଡ଼ ଗୁଡ଼ିକ ସମ୍ପୃକ୍ତ ସାମ୍ୱାଦିକମାନଙ୍କୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ ଜରିଆରେ ବଣ୍ଟନ କରାଯିବ। ହିତାଧିକାରୀମାନେ ସେମାନଙ୍କ ସ୍ୱାସ୍ଥ୍ୟ ବୀମା ଆଇଡିଣ୍ଟିଫିକେସନ୍‌ ନମ୍ୱର ବ୍ୟବହାର କରି ଏହି ସୁବିଧା ପାଇପାରିବେ ।

11 Jun 2021 By The Sakala

ବଢ଼ିଲା ସାମ୍ୱାଦିକ ସ୍ୱାସ୍ଥ୍ୟ ବୀମା ପାଇଁ ଆବେଦନର ଅବଧି

ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ସାମ୍ୱାଦିକ ସ୍ୱାସ୍ଥ୍ୟ ବୀମା ନେଇ ଆବେଦନ ଅବଧି ବୃଦ୍ଧି କରାଯାଇଛି । ଜୁନ ୨୬ ତାରିଖ ପର୍ଯ୍ୟନ୍ତ ବଢ଼ିଲା ଆବେଦନ କରିବାର ସମୟ । କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟବୀମା ଯୋଜନା ୨୦୧୬ ରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଳୁଛି ଚିକିତ୍ସା ସୁବିଧା । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ।

ସ୍ୱାସ୍ଥ୍ୟ ବୀମା ଯୋଜନାରେ କର୍ମଜୀବୀ ସାମ୍ୱାଦିକଙ୍କ ସମେତ ତାଙ୍କ ପରିବାରର ୫ ଜଣ ସଦସ୍ୟ ଏହି ସ୍ୱାସ୍ଥ୍ୟ ବୀମା ଯୋଜନାରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇପାରିବେ। ସ୍ୱାସ୍ଥ୍ୟ ବୀମା କାର୍ଡ଼ ଗୁଡ଼ିକ ସମ୍ପୃକ୍ତ ସାମ୍ୱାଦିକମାନଙ୍କୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ ଜରିଆରେ ବଣ୍ଟନ କରାଯିବ। ହିତାଧିକାରୀମାନେ ସେମାନଙ୍କ ସ୍ୱାସ୍ଥ୍ୟ ବୀମା ଆଇଡିଣ୍ଟିଫିକେସନ୍‌ ନମ୍ୱର ବ୍ୟବହାର କରି ଏହି ସୁବିଧା ପାଇପାରିବେ ।

https://www.thesakala.in/latest-odisha-news/working-journalist-health-insurance-scheme-2016-has-been-extended/article-2871
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର