ଏଥର ବରଗଡ଼ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଦେଖିବ ନୂଆ କଂସ

The Sakala Picture
Published On

ବରଗଡ଼: ଏଥର ବରଗଡ଼ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଦେଖିବ ନୂଆ କଂସ । ବଦଳିବେ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର  କଂସ । ଏହି କଂସ ଭୂମିକା ପାଇଁ ହେବ ଚୟନ। କଂସ ଭୂମିକାରେ ଅଭିନୟ କରୁଥିବା ହୃଷିକେଶ ଭୋଇ ଲାଞ୍ଚ ନେଇ ଧରା ପଡ଼ିବା ପରେ ହୋଇଥିଲେ ନିଳମ୍ବିତ। ଆସନ୍ତା ଜାନଆରୀ ୩ରୁ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ସୂଚନା ଅନୁଯାୟୀ, ମହାପ୍ରୟାଣ ଗାଡିର ଡ୍ରାଇଭର ହୃଷିକେଶ ଭୋଇ ଜଣେ […]

ବରଗଡ଼: ଏଥର ବରଗଡ଼ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଦେଖିବ ନୂଆ କଂସ । ବଦଳିବେ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର  କଂସ । ଏହି କଂସ ଭୂମିକା ପାଇଁ ହେବ ଚୟନ। କଂସ ଭୂମିକାରେ ଅଭିନୟ କରୁଥିବା ହୃଷିକେଶ ଭୋଇ ଲାଞ୍ଚ ନେଇ ଧରା ପଡ଼ିବା ପରେ ହୋଇଥିଲେ ନିଳମ୍ବିତ। ଆସନ୍ତା ଜାନଆରୀ ୩ରୁ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ।

ଆହୁରି ପଢ଼ନ୍ତୁ: ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି, ଆହୁରି ୫ ଦିନ ଯାଏ ଛେଚିବ

ସୂଚନା ଅନୁଯାୟୀ, ମହାପ୍ରୟାଣ ଗାଡିର ଡ୍ରାଇଭର ହୃଷିକେଶ ଭୋଇ ଜଣେ ମୃତ ପରିବାର ଠାରୁ ୩ ହଜାର ଟଙ୍କା ନେଇଥିଲେ ଲାଞ୍ଚ । ଚାକିରିରୁ ବହିସ୍କୃତ ହେବାପରେ ତାଙ୍କୁ କଂସ ଭୂମିକାରେ ଅଭିନୟ କରିବାକୁ ବାରଣ କରାଯାଇଛି। ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଧନୁଯାତ୍ରା କମିଟି ବୈଠକରେ ହେଲା ନିଷ୍ପତ୍ତି । ଗତ ୨ ବର୍ଷ ହେଲା ହୃଷିକେଶ ଭୋଇ କଂସ ଭୂମିକାରେ ଅଭିନୟ କରୁଥିଲେ।

ଆହୁରି ପଢ଼ନ୍ତୁ: ମୃତ ବୃଦ୍ଧାଙ୍କୁ ଜୀବିତ ଦର୍ଶାଇ ଭତ୍ତା ଲୁଟ୍: ସାତପଡ଼ାରେ ସାମ୍ନାକୁ ଆସିଲା ସାଂଘାତିକ ଦୁର୍ନୀତି

22 Nov 2024 By The Sakala

ଏଥର ବରଗଡ଼ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଦେଖିବ ନୂଆ କଂସ

ବରଗଡ଼: ଏଥର ବରଗଡ଼ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଦେଖିବ ନୂଆ କଂସ । ବଦଳିବେ ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର  କଂସ । ଏହି କଂସ ଭୂମିକା ପାଇଁ ହେବ ଚୟନ। କଂସ ଭୂମିକାରେ ଅଭିନୟ କରୁଥିବା ହୃଷିକେଶ ଭୋଇ ଲାଞ୍ଚ ନେଇ ଧରା ପଡ଼ିବା ପରେ ହୋଇଥିଲେ ନିଳମ୍ବିତ। ଆସନ୍ତା ଜାନଆରୀ ୩ରୁ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ।

ସୂଚନା ଅନୁଯାୟୀ, ମହାପ୍ରୟାଣ ଗାଡିର ଡ୍ରାଇଭର ହୃଷିକେଶ ଭୋଇ ଜଣେ ମୃତ ପରିବାର ଠାରୁ ୩ ହଜାର ଟଙ୍କା ନେଇଥିଲେ ଲାଞ୍ଚ । ଚାକିରିରୁ ବହିସ୍କୃତ ହେବାପରେ ତାଙ୍କୁ କଂସ ଭୂମିକାରେ ଅଭିନୟ କରିବାକୁ ବାରଣ କରାଯାଇଛି। ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଧନୁଯାତ୍ରା କମିଟି ବୈଠକରେ ହେଲା ନିଷ୍ପତ୍ତି । ଗତ ୨ ବର୍ଷ ହେଲା ହୃଷିକେଶ ଭୋଇ କଂସ ଭୂମିକାରେ ଅଭିନୟ କରୁଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର