ମନୋରଞ୍ଜନ

"ଭଲ ଝିଅର ଛବି ଏକ ଛଳନା..." ଦୀପିକା ପାଦୁକୋନଙ୍କୁ ନେଇ ଦେଇଥିବା ବିବାଦୀୟ ମନ୍ତବ୍ୟ ଉପରେ ସ୍ପଷ୍ଟୀକରଣ ଦେଲେ ନିର୍ଦ୍ଦେଶକ ଇମତିଆଜ୍ ଅଲୀ
ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ

ଭୁଲ୍‌ ରକ୍ତ ନେଇ ଦୁଇ ରୋଗୀଙ୍କ ମୃତ୍ୟୁ ଘଟଣା : ୩ କର୍ମଚାରୀଙ୍କ ବଦଳି, ଘଟଣାର ତଦନ୍ତ ନିର୍ଦ୍ଦେଶ

The Sakala Picture
Published On

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଲୟରେ ଭୁଲ ରକ୍ତ ଦେବାରୁ ଦୁଇଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ନେଇ (ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମଓ) ସୁଜାତାରାଣୀ ମିଶ୍ର ତଦନ୍ତ ନିର୍ଦ୍ଦେଶ ଦେବା ସହ ୩ଜଣ କର୍ମଚାରୀଙ୍କୁ ଅନ୍ୟତ୍ର ବଦଳି କରିଛନ୍ତି। ଅଭିଯୋଗ ଅନୁସାରେ, ସଦର ବ୍ଲକ କଣ୍ଡରାପଶି ଗ୍ରାମର ଦାମ ମୁଣ୍ଡା ଓ ସଦର ବ୍ଲକ ରାଇସୁଅାଁ ସାହିର ରୟା ସାହୁଙ୍କ ଝିଅ ମୁନି ସାହୁଙ୍କ ଏଭଳି କାରଣରୁ ମୃତ୍ୟୁ ହୋଇଥିଲା। […]

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଲୟରେ ଭୁଲ ରକ୍ତ ଦେବାରୁ ଦୁଇଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ନେଇ (ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମଓ) ସୁଜାତାରାଣୀ ମିଶ୍ର ତଦନ୍ତ ନିର୍ଦ୍ଦେଶ ଦେବା ସହ ୩ଜଣ କର୍ମଚାରୀଙ୍କୁ ଅନ୍ୟତ୍ର ବଦଳି କରିଛନ୍ତି। ଅଭିଯୋଗ ଅନୁସାରେ, ସଦର ବ୍ଲକ କଣ୍ଡରାପଶି ଗ୍ରାମର ଦାମ ମୁଣ୍ଡା ଓ ସଦର ବ୍ଲକ ରାଇସୁଅାଁ ସାହିର ରୟା ସାହୁଙ୍କ ଝିଅ ମୁନି ସାହୁଙ୍କ ଏଭଳି କାରଣରୁ ମୃତ୍ୟୁ ହୋଇଥିଲା। ସଦର ବ୍ଲକ କଣ୍ଡରାପଶି ଗ୍ରାମର ଦାମ ମୁଣ୍ଡା ଯକ୍ଷ୍ମା ରୋଗରେ ପୀଡିତ ହୋଇ ଗତ ମାର୍ଚ୍ଚ ୨୯ରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ଭୁଲ ରକ୍ତ ଦେବା େଯାଗୁ ମେ ୧୧ ତାରିଖରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି।

ଆହୁରି ପଢ଼ନ୍ତୁ: ଲଭ, ସେକ୍ସ, ଧୋକା ଅଭିଯୋଗରେ ଓଡିଆ ଅଭିନେତା ଗିରଫ, ବିବାହର ପ୍ରତିଶ୍ରୁତି ଦେଇ ରଖିଥିଲେ ଶାରୀରିକ ସମ୍ପର୍କ

01 Jun 2022 By The Sakala

ଭୁଲ୍‌ ରକ୍ତ ନେଇ ଦୁଇ ରୋଗୀଙ୍କ ମୃତ୍ୟୁ ଘଟଣା : ୩ କର୍ମଚାରୀଙ୍କ ବଦଳି, ଘଟଣାର ତଦନ୍ତ ନିର୍ଦ୍ଦେଶ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଲୟରେ ଭୁଲ ରକ୍ତ ଦେବାରୁ ଦୁଇଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ନେଇ (ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମଓ) ସୁଜାତାରାଣୀ ମିଶ୍ର ତଦନ୍ତ ନିର୍ଦ୍ଦେଶ ଦେବା ସହ ୩ଜଣ କର୍ମଚାରୀଙ୍କୁ ଅନ୍ୟତ୍ର ବଦଳି କରିଛନ୍ତି। ଅଭିଯୋଗ ଅନୁସାରେ, ସଦର ବ୍ଲକ କଣ୍ଡରାପଶି ଗ୍ରାମର ଦାମ ମୁଣ୍ଡା ଓ ସଦର ବ୍ଲକ ରାଇସୁଅାଁ ସାହିର ରୟା ସାହୁଙ୍କ ଝିଅ ମୁନି ସାହୁଙ୍କ ଏଭଳି କାରଣରୁ ମୃତ୍ୟୁ ହୋଇଥିଲା। ସଦର ବ୍ଲକ କଣ୍ଡରାପଶି ଗ୍ରାମର ଦାମ ମୁଣ୍ଡା ଯକ୍ଷ୍ମା ରୋଗରେ ପୀଡିତ ହୋଇ ଗତ ମାର୍ଚ୍ଚ ୨୯ରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ଭୁଲ ରକ୍ତ ଦେବା େଯାଗୁ ମେ ୧୧ ତାରିଖରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର