ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନା, ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

The Sakala Picture
Published On

ଭୁବନେଶ୍ବର : ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନା ନେଇ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଅନୁମାନ କରାଯାଇଛି । ୟେଲୋ ଆଲର୍ଟ ଜାରି କରାଯାଇଥିବା ୧୦ ଜିଲ୍ଲା ଗୁଡ଼ିକ ହେଲେ-  ମୟୁରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ।

ଆହୁରି ପଢ଼ନ୍ତୁ: ପାରିବାରିକ ବିବାଦର କରୁଣ ପରିଣତି: ବିଷ ପିଇ ଜୀବନ ହାରିଲେ ସିଆରପିଏଫ୍ ଯବାନ

30 Sep 2024 By The Sakala

ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନା, ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ବର : ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନା ନେଇ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଅନୁମାନ କରାଯାଇଛି । ୟେଲୋ ଆଲର୍ଟ ଜାରି କରାଯାଇଥିବା ୧୦ ଜିଲ୍ଲା ଗୁଡ଼ିକ ହେଲେ-  ମୟୁରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର