ଭୁବନେଶ୍ବର : ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନା ନେଇ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଅନୁମାନ କରାଯାଇଛି । ୟେଲୋ ଆଲର୍ଟ ଜାରି କରାଯାଇଥିବା ୧୦ ଜିଲ୍ଲା ଗୁଡ଼ିକ ହେଲେ- ମୟୁରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ।
ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନା, ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି