ଘନକୁହୁଡି ପାଇଁ ରାଜ୍ୟର ୧୨ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: କଲବଲ କରୁଛି ଘନ କୁହୁଡ଼ି। ରାଜ୍ୟକୁ ବର୍ତ୍ତମାନ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଥିବାରୁ ରାଜ୍ୟର ଅନେକ ସ୍ଥାନରେ ଘନକୁହୁଡ଼ି ସୃଷ୍ଟି ହେଉଛି। କୁହୁଡ଼ି ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ଦୃଶ୍ୟମାନ ଦୂରତା ଯଥେଷ୍ଟ ହ୍ରାସ ପାଇଛି। ଆସନ୍ତାକାଲି ଘନକୁହୁଡ଼ି ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଉକ୍ତ ଜିଲ୍ଲାଗୁଡିକ ହେଲା  ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର -ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ […]

ଭୁବନେଶ୍ବର: କଲବଲ କରୁଛି ଘନ କୁହୁଡ଼ି। ରାଜ୍ୟକୁ ବର୍ତ୍ତମାନ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଥିବାରୁ ରାଜ୍ୟର ଅନେକ ସ୍ଥାନରେ ଘନକୁହୁଡ଼ି ସୃଷ୍ଟି ହେଉଛି। କୁହୁଡ଼ି ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ଦୃଶ୍ୟମାନ ଦୂରତା ଯଥେଷ୍ଟ ହ୍ରାସ ପାଇଛି। ଆସନ୍ତାକାଲି ଘନକୁହୁଡ଼ି ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଉକ୍ତ ଜିଲ୍ଲାଗୁଡିକ ହେଲା  ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର -ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ କନ୍ଧମାଳ।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ହେବେ ମହାପ୍ରଭୁ, ସାଢେ଼ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର