ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ସ୍ୱାସ୍ଥ୍ୟସେବାର ଚରମ ଅବ୍ୟବସ୍ଥା: ପିଆର୍‌ଏମ୍‌ରେ ଅସୁସ୍ଥ ସ୍ତ୍ରୀଙ୍କୁ କାନ୍ଧରେ ବୋହିଲେ ସ୍ୱାମୀ

ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ମାୟୁରଭଞ୍ଜ, ମାଲକାନଗିରି। ସେହିପରି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା ନୟାଗଡ଼, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, କନ୍ଧାମାଳ, ଯାଜପୁର, କଟକ, ଖୋର୍ଦ୍ଧା, ବୌଦ୍ଧ, ନବରଙ୍ଗପୁର ଓ ଦେବଗଡ । ଏଥିସହ ଟ୍ବିନ ସିିଟିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ବଲାଙ୍ଗୀରରେ ପୋଖରୀ ପୁନରୁଦ୍ଧାର କାମକୁ ନେଇ ବିଜେଡି-କଂଗ୍ରେସ ମୁହାମୁହିଁ

ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ଧାମରୁ ହଟିବ 'ଧାମ' ଶବ୍ଦ; ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

24 Aug 2023 By The Sakala

ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।

ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ମାୟୁରଭଞ୍ଜ, ମାଲକାନଗିରି। ସେହିପରି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା ନୟାଗଡ଼, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, କନ୍ଧାମାଳ, ଯାଜପୁର, କଟକ, ଖୋର୍ଦ୍ଧା, ବୌଦ୍ଧ, ନବରଙ୍ଗପୁର ଓ ଦେବଗଡ । ଏଥିସହ ଟ୍ବିନ ସିିଟିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର