ଘନ କୁହୁଡ଼ି ସହ ଶୀତ ଲହର ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ଯରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଶୀତ ଲହରି ଜାରି ରହିବ। ଅନେକ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। ୨ ଦିନ ମଧ୍ୟରେ ରାଜ୍ୟରେ ଆହୁରି ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହେବ। ଫଳରେ ଅନେକ ସ୍ଥାନରେ ଶୀତ ଲହରି ପଡ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏଥିସହ ରାଜ୍ଯରେ ଅତି ଘନ କୁହୁଡ଼ି ହେବାର ଆଶଙ୍କା ରହିଛି। ଘନ କୁହୁଡ଼ି ସହ ଶୀତ […]

ଭୁବନେଶ୍ବର: ରାଜ୍ଯରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଶୀତ ଲହରି ଜାରି ରହିବ। ଅନେକ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। ୨ ଦିନ ମଧ୍ୟରେ ରାଜ୍ୟରେ ଆହୁରି ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହେବ। ଫଳରେ ଅନେକ ସ୍ଥାନରେ ଶୀତ ଲହରି ପଡ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏଥିସହ ରାଜ୍ଯରେ ଅତି ଘନ କୁହୁଡ଼ି ହେବାର ଆଶଙ୍କା ରହିଛି। ଘନ କୁହୁଡ଼ି ସହ ଶୀତ ଲହର ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ମାଲକାନଗିରିର କିଛି ସ୍ଥାନରେ ଘନ କୁହୁଡ଼ି ଆଶଙ୍କା ରହିଛି। ରାତିରେ ସତର୍କ ରହିବା ସହ ବାଇକରେ ଯାଆସ ନ କରିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

28 Jan 2022 By The Sakala

ଘନ କୁହୁଡ଼ି ସହ ଶୀତ ଲହର ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ଯରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଶୀତ ଲହରି ଜାରି ରହିବ। ଅନେକ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। ୨ ଦିନ ମଧ୍ୟରେ ରାଜ୍ୟରେ ଆହୁରି ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହେବ। ଫଳରେ ଅନେକ ସ୍ଥାନରେ ଶୀତ ଲହରି ପଡ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏଥିସହ ରାଜ୍ଯରେ ଅତି ଘନ କୁହୁଡ଼ି ହେବାର ଆଶଙ୍କା ରହିଛି। ଘନ କୁହୁଡ଼ି ସହ ଶୀତ ଲହର ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ମାଲକାନଗିରିର କିଛି ସ୍ଥାନରେ ଘନ କୁହୁଡ଼ି ଆଶଙ୍କା ରହିଛି। ରାତିରେ ସତର୍କ ରହିବା ସହ ବାଇକରେ ଯାଆସ ନ କରିବାକୁ ପରାମର୍ଶ ଦିଆଯାଇଛି।

https://www.thesakala.in/latest-odisha-news/yellow-warning-for-13-districts-with-heavy-fog-and-cold-wave/article-8806
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର