ବର୍ଷା-ବଜ୍ରପାତ ନେଇ ଟ୍ବିନସିଟିକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ଟ୍ବିନସିଟିକୁ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି। ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ଟ୍ବିନିସିଟି ସମେତ ଖୋର୍ଦ୍ଧା ଓ କଟକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ଜିଏସଟି ଅଧିକାରୀ: ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ ଟିମ୍

Join Us @ WhatsApp

About The Author

Google News
Join Us @ WhatsApp