ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏ ନେଇ ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଯାଜପୁର ଓ ଭଦ୍ରକ ଆଦି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

About The Author: The Sakala